ଲୂକ ଲିଖିତ ସୁସମାଚାର 15:20 - ପବିତ୍ର ବାଇବଲ (CL) NT (BSI)20 ସେ ବାପାଙ୍କ ପାଖକୁ ଫେରିଗଲା। “ତା’ ଘରଠାରୁ କିଛି ଦୂରରେ ଥିବା ସମୟରେ ବାପା ତାକୁ ଦେଖିପାରି ଦୟାରେ ବିଗଳିତ ହେଲେ ଓ ସେ ଦୌଡ଼ିଯାଇ ପୁଅକୁ ଆଲିଙ୍ଗନ କରି ଚୁମ୍ବନ ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ସେଥିରେ ସେ ଉଠି ଆପଣା ପିତାଙ୍କ ନିକଟକୁ ଗଲା। କିନ୍ତୁ ସେ ଦୂରରେ ଥାଉ ଥାଉ ତାହାର ପିତା ତାହାକୁ ଦେଖି ଦୟାରେ ବିଗଳିତ ହେଲେ ଓ ଦୌଡ଼ିଯାଇ ତାହାକୁ ଆଲିଙ୍ଗନ କରି ଅତି ସ୍ନେହରେ ଚୁମ୍ଵନ ଦେଲେ। Viz kapitolaଓଡିଆ ବାଇବେଲ20 ସେଥିରେ ସେ ଉଠି ଆପଣା ପିତାଙ୍କ ନିକଟକୁ ଗଲା । କିନ୍ତୁ ସେ ଦୂରରେ ଥାଉ ଥାଉ ତାହାର ପିତା ତାହାକୁ ଦେଖି ଦୟାରେ ବିଗଳିତ ହେଲେ ଓ ଦୌଡ଼ିଯାଇ ତାହାକୁ ଆଲିଙ୍ଗନ କରି ଅତି ସ୍ନେହରେ ଚୁମ୍ବନ ଦେଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ସେଥିରେ ସେ ଉଠି ଆପଣା ପିତାଙ୍କ ନିକଟକୁ ଗଲା। କିନ୍ତୁ ସେ ଦୂରରେ ଥାଉ ଥାଉ ତାହାର ପିତା ତାହାକୁ ଦେଖି ଦୟାରେ ବିଗଳିତ ହେଲେ ଓ ଦୌଡ଼ିଯାଇ ତାହାକୁ ଆଲିଙ୍ଗନ କରି ଅତି ସ୍ନେହରେ ଚୁମ୍ବନ ଦେଲେ। Viz kapitolaପବିତ୍ର ବାଇବଲ20 ତେଣୁ ସେ ସ୍ଥାନ ଛାଡ଼ି ତା’ ବାପାଙ୍କ ପାଖକୁ ବାହାରିଲା। “ପୁତ୍ର ବହୁତ ଦୂରରେ ଥିଲାବେଳେ ବାପା ତାହାକୁ ଦେଖିଲେ। ସେ ପୁଅ ପାଇଁ ଦୁଃଖ ଅନୁଭବ କଲେ ଓ ତା’ ପାଖକୁ ଦୌଡ଼ିଗଲେ। ସେ ପୁଅକୁ କୁଣ୍ଢେଇ ପକେଇ ଚୁମ୍ବନ ଦେଲେ। Viz kapitola |