ଲୂକ ଲିଖିତ ସୁସମାଚାର 15:24 - ପବିତ୍ର ବାଇବଲ (CL) NT (BSI)24 କାରଣ ମୋର ଏହି ପୁଅଟି ମରିଯାଇ ଥିଲା, ଏବେ ବଞ୍ଚି ଉଠିଛି। ସେ ହଜି ଯାଇଥିଲା, ଏବେ ମିଳିଛି।’ ତାଙ୍କ କହିବା ଅନୁସାରେ ଆନନ୍ଦ ଉତ୍ସବ ଆରମ୍ଭ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)24 କାରଣ ମୋହର ଏହି ପୁଅ ମୃତ ହୋଇଥିଲା, ପୁନର୍ବାର ବଞ୍ଚିଲା; ହଜିଯାଇଥିଲା, ଆଉ ମିଳିଲା। ସେଥିରେ ସେମାନେ ଉତ୍ସବ କରିବାକୁ ଲାଗିଲେ। Viz kapitolaଓଡିଆ ବାଇବେଲ24 କାରଣ ମୋହର ଏହି ପୁଅ ମରିଥିଲା, ପୁନର୍ବାରେ ବଞ୍ଚିଲା; ହଜିଯାଇଥିଲା, ଆଉ ମିଳିଲା । ସେଥିରେ ସେମାନେ ଉତ୍ସବ କରିବାକୁ ଲାଗିଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 କାରଣ ମୋହର ଏହି ପୁଅ ମୃତ ହୋଇଥିଲା, ପୁନର୍ବାର ବଞ୍ଚିଅଛି; ହଜିଯାଇଥିଲା, ଆଉ ମିଳିଅଛି। ସେଥିରେ ସେମାନେ ଉତ୍ସବ କରିବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ24 ମୋର ପୁଅ ମରି ଯାଇଥିଲା। ବର୍ତ୍ତମାନ ସେ ପୁଣି ବଞ୍ଚି ଉଠିଛି। ସେ ହଜି ଯାଇଥିଲା। ଏବେ ମିଳି ଯାଇଛି।’ ତେଣୁ ସେମାନେ ଭୋଜିର ଆୟୋଜନ କଲେ। Viz kapitola |