ଲୂକ ଲିଖିତ ସୁସମାଚାର 16:6 - ପବିତ୍ର ବାଇବଲ (CL) NT (BSI)6 ସେ କହିଲା, ‘ଏକ ଶହ ପିପା ତେଲ’। ବେବର୍ତ୍ତା କହିଲା, ‘ଏଇ ତୋର ରସିଦ୍, ଏଥିରେ ପଚାଶ ବୋଲି ଲେଖିଦେ।’ Viz kapitolaପବିତ୍ର ବାଇବଲ (Re-edited) - (BSI)6 ସେ ତାହାକୁ କହିଲା, ତୁମ୍ଭର ଚୁକ୍ତିପତ୍ର ଘେନି ଶୀଘ୍ର ବସି ପଚାଶ ବୋଲି ଲେଖ। Viz kapitolaଓଡିଆ ବାଇବେଲ6 ସେ ତାହାକୁ କହିଲା, ତୁମ୍ଭର ରସିଦ ନେଇ ଶୀଘ୍ର ବସି ପଚାଶ ବୋଲି ଲେଖ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେ ତାହାକୁ କହିଲା, ତୁମ୍ଭର ରସିଦ ନେଇ ଶୀଘ୍ର ବସି ପଚାଶ ବୋଲି ଲେଖ। Viz kapitolaପବିତ୍ର ବାଇବଲ6 ଲୋକଟି ଉତ୍ତର ଦେଲା, ‘ଶହେ ମହଣ ତେଲ।’ ଗୁମାସ୍ତା ତାକୁ କହିଲେ, ‘ଏଇଟି ତୁମ୍ଭର ହିସାବ କାଗଜ ନିଅ। ବସିପଡ଼ି ତାକୁ କମ୍ କରି ଶୀଘ୍ର ପଗ୍ଭଶ ବୋଲି ଲେଖିଦିଅ।’ Viz kapitola |