ଲୂକ ଲିଖିତ ସୁସମାଚାର 17:1 - ପବିତ୍ର ବାଇବଲ (CL) NT (BSI)1 ଯୀଶୁ ତାଙ୍କର ଶିଷ୍ୟମାନଙ୍କୁ କହିଲେ, “ଯେଉଁସବୁ ପରୀକ୍ଷା ଦ୍ୱାରା ମନୁଷ୍ୟ ପାପରେ ପଡ଼େ, ସେସବୁ ନିଶ୍ଚୟ ଆସିବ; କିନ୍ତୁ ଯେ ଏ ସବୁର କାରଣ ହୁଏ, ତାହାର ଶେଷ ଦଶା କେଡ଼େ ଭୟଙ୍କର। Viz kapitolaପବିତ୍ର ବାଇବଲ (Re-edited) - (BSI)1 ସେ ଆପଣା ଶିଷ୍ୟମାନଙ୍କୁ କହିଲେ, ବିଘ୍ନ ଯେ ନ ଘଟିବ, ଏହା ଅସମ୍ଭବ, କିନ୍ତୁ ଯାହା ଦ୍ଵାରା ତାହା ଘଟିବ, ହାୟ, ସେ ଦଣ୍ତର ପାତ୍ର; Viz kapitolaଓଡିଆ ବାଇବେଲ1 ସେ ଆପଣା ଶିଷ୍ୟମାନଙ୍କୁ କହିଲେ, ବିଘ୍ନ ଯେ ନ ଘଟିବ, ଏହା ଅସମ୍ଭବ, କିନ୍ତୁ ଯାହା ଦ୍ୱାରା ତାହା ଘଟିବ, ହାୟ, ସେ ଦଣ୍ଡର ପାତ୍ର; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସେ ଆପଣା ଶିଷ୍ୟମାନଙ୍କୁ କହିଲେ, “ବିଘ୍ନ ଯେ ନ ଘଟିବ, ଏହା ଅସମ୍ଭବ, କିନ୍ତୁ ଯାହା ଦ୍ୱାରା ତାହା ଘଟିବ, ହାୟ, ସେ ଦଣ୍ଡର ପାତ୍ର; Viz kapitolaପବିତ୍ର ବାଇବଲ1 ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, “ନିଶ୍ଚିତ ଭାବରେ ଏଭଳି ଘଟଣା ଘଟିବ, ଯେଉଁ କାରଣରୁ ଲୋକେ ପାପ କରିବେ। ମାତ୍ର ଯେଉଁ ଲୋକ ଦ୍ୱାରା ଏଭଳି ଘଟଣାମାନ ଘଟିବ, ସେହି ଲୋକ ପାଇଁ ଏହା ବହୁତ ଖରାପ ହେବ। Viz kapitola |