ଲୂକ ଲିଖିତ ସୁସମାଚାର 17:14 - ପବିତ୍ର ବାଇବଲ (CL) NT (BSI)14 ଯୀଶୁ ସେମାନଙ୍କୁ ଦେଖି କହିଲେ, “ଯାଅ, ତୁମର ଯାଜକ ତୁମମାନଙ୍କୁ ପରୀକ୍ଷା କରି ଦେଖନ୍ତୁ।” ବାଟରେ ଯାଉଁ ଯାଉଁ ସେମାନେ ସୁସ୍ଥ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ପୁଣି, ସେ ସେମାନଙ୍କୁ ଦେଖି କହିଲେ, ତୁମ୍ଭେମାନେ ଯାଇ ଆପଣା ଆପଣାକୁ ଯାଜକମାନଙ୍କୁ ଦେଖାଅ। ଆଉ, ସେମାନେ ଯାଉ ଯାଉ ଶୁଚି ହେଲେ। Viz kapitolaଓଡିଆ ବାଇବେଲ14 ପୁଣି, ସେ ସେମାନଙ୍କୁ ଦେଖି କହିଲେ, ତୁମ୍ଭେମାନେ ଯାଇ ନିଜ ନିଜକୁ ଯାଜକମାନଙ୍କୁ ଦେଖାଅ । ଆଉ ସେମାନେ ଯାଉ ଯାଉ ଶୁଚି ହେଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ପୁଣି, ସେ ସେମାନଙ୍କୁ ଦେଖି କହିଲେ, “ତୁମ୍ଭେମାନେ ଯାଇ ନିଜ ନିଜକୁ ଯାଜକମାନଙ୍କୁ ଦେଖାଅ।” ଆଉ ସେମାନେ ଯାଉ ଯାଉ ଶୁଚି ହେଲେ। Viz kapitolaପବିତ୍ର ବାଇବଲ14 ଯୀଶୁ ଲୋକମାନଙ୍କୁ ଦେଖି କହିଲେ, “ତୁମ୍ଭେମାନେ ଯାଇ ନିଜ ଦେହକୁ ଯାଜକମାନଙ୍କୁ ଦେଖାଅ।” ସେହି ଦଶ ଜଣ ଲୋକ ଯାଜକଙ୍କ ପାଖକୁ ଗଲାବେଳେ ସୁସ୍ଥ ହୋଇଗଲେ। Viz kapitola |