ଲୂକ ଲିଖିତ ସୁସମାଚାର 17:19 - ପବିତ୍ର ବାଇବଲ (CL) NT (BSI)19 ପୁଣି ଯୀଶୁ ତାକୁ କହିଲେ, “ଉଠ୍ - ଯା, ତୋର ବିଶ୍ୱାସ ତୋତେ ସୁସ୍ଥ କରିଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)19 ପୁଣି, ସେ ତାହାକୁ କହିଲେ, ଉଠି ପ୍ରସ୍ଥାନ କର, ତୁମ୍ଭର ବିଶ୍ଵାସ ତୁମ୍ଭକୁ ସୁସ୍ଥ କରିଅଛି। Viz kapitolaଓଡିଆ ବାଇବେଲ19 ପୁଣି, ସେ ତାହାକୁ କହିଲେ, ଉଠି ଯାଅ, ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରିଅଛି । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ପୁଣି, ସେ ତାହାକୁ କହିଲେ, “ଉଠିଯାଅ, ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରିଅଛି।” Viz kapitolaପବିତ୍ର ବାଇବଲ19 ତା'ପରେ ଯୀଶୁ ତାହାକୁ କହିଲେ, “ଠିଆ ହୁଅ। ତୁମ୍ଭେ ଏବେ ଯାଅ। ତୁମ୍ଭର ବିଶ୍ୱାସ କରିଥିବା ହେତୁ ତୁମ୍ଭେ ଭଲ ହୋଇଗଲ।” Viz kapitola |