ଲୂକ ଲିଖିତ ସୁସମାଚାର 17:37 - ପବିତ୍ର ବାଇବଲ (CL) NT (BSI)37 ଶିଷ୍ୟମାନେ ତାଙ୍କୁ ପଚାରିଲେ, “ପ୍ରଭୁ କେଉଁଠାରେ?” ଯୀଶୁ ଉତ୍ତର ଦେଲେ, “ଶବ ପଡ଼ିଥିବା ସ୍ଥାନରେ ହଠାତ୍ ଶାଗୁଣାମାନେ ଆସି ଜମାହୋଇ ଯା’ନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)37 ସେଥିରେ ସେମାନେ ତାହାଙ୍କୁ ଉତ୍ତର ଦେଲେ, ହେ ପ୍ରଭୁ, କେଉଁଠାରେ? ସେ ସେମାନଙ୍କୁ କହିଲେ, ଯେଉଁଠାରେ ଶବ, ସେହିଠାରେ ଶାଗୁଣାଗୁଡ଼ାକ ମଧ୍ୟ ଏକାଠି ହେବେ। Viz kapitolaଓଡିଆ ବାଇବେଲ37 ସେଥିରେ ଶିଷ୍ୟମାନେ ତାହାଙ୍କୁ ଉତ୍ତର ଦେଲେ, ହେ ପ୍ରଭୁ, କେଉଁଠାରେ ? ସେ ସେମାନଙ୍କୁ କହିଲେ, ଯେଉଁଠାରେ ଶବ, ସେହିଠାରେ ଶାଗୁଣାଗୁଡ଼ାକ ମଧ୍ୟ ଏକାଠି ହେବେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ସେଥିରେ ଶିଷ୍ୟମାନେ ତାହାଙ୍କୁ ଉତ୍ତର ଦେଲେ, ହେ ପ୍ରଭୁ, କେଉଁଠାରେ? ସେ ସେମାନଙ୍କୁ କହିଲେ, “ଯେଉଁଠାରେ ଶବ, ସେହିଠାରେ ଶାଗୁଣାଗୁଡ଼ାକ ମଧ୍ୟ ଏକାଠି ହେବେ।” Viz kapitolaପବିତ୍ର ବାଇବଲ37 ଶିଷ୍ୟମାନେ ଯୀଶୁଙ୍କୁ ପଗ୍ଭରିଲେ, “ଏ ଘଟଣା କେଉଁଠାରେ ଘଟିବ ପ୍ରଭୁ?” ଯୀଶୁ ଉତ୍ତର ଦେଲେ, “ଶାଗୁଣାମାନେ ଉଡ଼ିବା ଦ୍ୱାରା ଲୋକମାନେ ଜାଣି ପାରନ୍ତି କୌଣସି ଏକ ଶବ ପଡ଼ିଛି।” Viz kapitola |