ଲୂକ ଲିଖିତ ସୁସମାଚାର 17:7 - ପବିତ୍ର ବାଇବଲ (CL) NT (BSI)7 “ମନେକର, ତୁମ ମଧ୍ୟରୁ ଜଣକର ଦାସ ହଳ କରୁଛି କିମ୍ବା ମେଣ୍ଢା ଜଗୁଛି। ଯେତେବେଳେ ସେ କ୍ଷେତରୁ ଫେରି ଆସେ, ତୁମେ ତାକୁ ସଙ୍ଗେ ସଙ୍ଗେ ଖାଇ ବସିବାକୁ କହିଥାଅ କି? Viz kapitolaପବିତ୍ର ବାଇବଲ (Re-edited) - (BSI)7 କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ଏପରି ଲୋକ କିଏ ଅଛି, ଯାହାର ଦାସ ହଳ ବୁଲାଇ କିମ୍ଵା ପଶୁ ଚରାଇ କ୍ଷେତରୁ ଆସିଲେ ସେ ତାହାକୁ କହିବ, ଏହିକ୍ଷଣି ଆସି ଖାଇ ବସ୍? Viz kapitolaଓଡିଆ ବାଇବେଲ7 କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ଏପରିଲୋକ କିଏ ଅଛି, ଯାହାର ଦାସ ହଳ ବୁଲାଇ କିମ୍ବା ପଶୁ ଚରାଇ କ୍ଷେତରୁ ଆସିଲେ ସେ ତାହାକୁ କହିବ, ଏହିକ୍ଷଣି ଆସି ଖାଇ ବସ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 “କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ଏପରି ଲୋକ କିଏ ଅଛି, ଯାହାର ଦାସ ହଳ ବୁଲାଇ କିମ୍ବା ପଶୁ ଚରାଇ କ୍ଷେତରୁ ଆସିଲେ ସେ ତାହାକୁ କହିବ, ଏହିକ୍ଷଣି ଆସି ଖାଇ ବସ? Viz kapitolaପବିତ୍ର ବାଇବଲ7 “ମନେକର ତୁମ୍ଭମାନଙ୍କ ଭିତରୁ ଜଣକର ଗ୍ଭକରଟିଏ ଅଛି। ସେହି ଗ୍ଭକର ତୁମ୍ଭ ବିଲରେ କାମ କରିଆସେ। ସେ ତୁମ୍ଭ ବିଲରେ ହଳ କରି ଆସୁଛି କିମ୍ବା ମେଣ୍ଢାଙ୍କ ଯତ୍ନ ନେଇ ଆସେ। ସେ କାମରୁ ଫେରିବା ପରେ ତୁମ୍ଭେ ତାକୁ କ’ଣ କହିବ? ତୁମ୍ଭେ କ’ଣ କହିବ ଯେ, ‘ଭିତରକୁ ଆସ ଓ ଖାଇବାକୁ ବସ?’ Viz kapitola |