ଲୂକ ଲିଖିତ ସୁସମାଚାର 17:8 - ପବିତ୍ର ବାଇବଲ (CL) NT (BSI)8 ଅବଶ୍ୟ ନୁହେଁ! ବରଂ ତୁମେ ତାକୁ କହିଥାଅ, ‘ମୋର ଭୋଜନ ପ୍ରସ୍ତୁତ କର; ମୋର ଖାଇବା ସମୟରେ ଅଣ୍ଟା ବାନ୍ଧି ମୋ’ କଥା ବୁଝ। ତା’ପରେ ତୁ ଖାଇବୁ।’ Viz kapitolaପବିତ୍ର ବାଇବଲ (Re-edited) - (BSI)8 ସେ କଅଣ ବରଞ୍ଚ ତାହାକୁ କହିବ ନାହିଁ, ମୋର ଖାଇବାର ଠିକ୍ କର୍, ପୁଣି ମୁଁ ଖିଆପିଆ ଶେଷ ନ କରିବା ପର୍ଯ୍ୟନ୍ତ ଅଣ୍ଟା ବାନ୍ଧି ମୋର ସେବା କର୍, ତାହା ପରେ ତୁ ଖିଆପିଆ କରିବୁ? Viz kapitolaଓଡିଆ ବାଇବେଲ8 ସେ କ'ଣ ବରଂ ତାହାକୁ କହିବ ନାହିଁ, ମୋର ଖାଇବାର ଠିକ୍ କର, ପୁଣି, ମୁଁ ଖିଆପିଆ ଶେଷ ନ କରିବା ପର୍ଯ୍ୟନ୍ତ ଅଣ୍ଟା ବାନ୍ଧି ମୋର ସେବା କର, ତାହା ପରେ ତୁ ଖିଆପିଆ କରିବୁ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସେ କଅଣ ବରଂ ତାହାକୁ କହିବ ନାହିଁ, ମୋହର ଖାଇବାର ଠିକ୍ କର, ପୁଣି, ମୁଁ ଖିଆପିଆ ଶେଷ ନ କରିବା ପର୍ଯ୍ୟନ୍ତ ଅଣ୍ଟା ବାନ୍ଧି ମୋହର ସେବା କର, ତାହା ପରେ ତୁ ଖିଆପିଆ କରିବୁ? Viz kapitolaପବିତ୍ର ବାଇବଲ8 ନା, ତୁମ୍ଭେ ତୁମ୍ଭର ଗ୍ଭକରକୁ କହିବ, ‘ମୋ’ ପାଇଁ କିଛି ଖାଇବାକୁ ପ୍ରସ୍ତୁତ କର। ମୋ’ ଖିଆପିଆ ସରିଲେ ତୁମ୍ଭେମାନେ ଖାଇବ ଓ ପିଇବ।’ Viz kapitola |