ଲୂକ ଲିଖିତ ସୁସମାଚାର 18:1 - ପବିତ୍ର ବାଇବଲ (CL) NT (BSI)1 ହତାଶ ନ ହୋଇ ପ୍ରାର୍ଥନାରେ ନିବିଷ୍ଟ ରହିବା ଯେ କର୍ତ୍ତବ୍ୟ, ଏହା ଯୀଶୁ ଶିଷ୍ୟମାନଙ୍କୁ ବୁଝାଇବା ପାଇଁ ଗୋଟିଏ ଦୃଷ୍ଟାନ୍ତ ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 କ୍ଳା; ନ ହୋଇ ସର୍ବଦା ପ୍ରାର୍ଥନା କରିବା ଯେ କର୍ତ୍ତବ୍ୟ, ଏ ବିଷୟରେ ସେ ସେମାନଙ୍କୁ ଦୃଷ୍ଟାନ୍ତ ଦେଇ କହିଲେ, Viz kapitolaଓଡିଆ ବାଇବେଲ1 କ୍ଲାନ୍ତ ନ ହୋଇ ସର୍ବଦା ପ୍ରାର୍ଥନା କରିବା ଯେ କର୍ତ୍ତବ୍ୟ, ଏହି ବିଷୟରେ ଯୀଶୁ ଶିଷ୍ୟମାନଙ୍କୁ ଦୃଷ୍ଟାନ୍ତ ଦେଇ କହିଲେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 କ୍ଳାନ୍ତ ନ ହୋଇ ସର୍ବଦା ପ୍ରାର୍ଥନା କରିବା ଯେ କର୍ତ୍ତବ୍ୟ, ଏହି ବିଷୟରେ ଯୀଶୁ ଶିଷ୍ୟମାନଙ୍କୁ ଦୃଷ୍ଟାନ୍ତ ଦେଇ କହିଲେ, Viz kapitolaପବିତ୍ର ବାଇବଲ1 ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ ଉପଦେଶ ଦେଉଥିଲେ ଯେ, ସେମାନେ ସଦାବାଳେ ପ୍ରାର୍ଥନା କରିବା ଉଚିତ୍। ଏବଂ କେବେ ହେଲେ ଭରସା ହରେଇବା ଉଚିତ୍ ନୁହେଁ। ଯୀଶୁ ସେମାନଙ୍କୁ ଉପଦେଶ ଦେବା ପାଇଁ ଏହି ଦୃଷ୍ଟାନ୍ତ କହିଲେ, Viz kapitola |