ଲୂକ ଲିଖିତ ସୁସମାଚାର 18:11 - ପବିତ୍ର ବାଇବଲ (CL) NT (BSI)11 “ଫାରୁଶୀ ପୃଥକ ଭାବରେ ଏକାକୀ ଛିଡ଼ା ହୋଇ ପ୍ରାର୍ଥନା କଲା, ‘ପ୍ରଭୁ! ମୁଁ ତୁମକୁ ଧନ୍ୟବାଦ ଦେଉଅଛି ଯେ ମୁଁ ଅନ୍ୟମାନଙ୍କ ପରି ଲୋଭୀ, ଦୁର୍ନୀତିଗ୍ରସ୍ତ ବା ବ୍ୟଭିଚାରୀ ନୁହେଁ। ମୁଁ ତୁମକୁ ଧନ୍ୟବାଦ ଦେଉଅଛି ଯେ ମୁଁ ସେଠାରେ ଥିବା ସେହି କରଆଦାୟକାରୀ ପରି ନୁହେଁ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଫାରୂଶୀ ଦଣ୍ତାୟମାନ ହୋଇ ଆପଣା ନିକଟରେ ଏହି ପ୍ରକାର ପ୍ରାର୍ଥନା କରିବାକୁ ଲାଗିଲା, ହେ ଈଶ୍ଵର, ମୁଁ ତୁମ୍ଭକୁ ଧନ୍ୟବାଦ ଦେଉଅଛି ଯେ, ମୁଁ ଅନ୍ୟ ସମସ୍ତ ଲୋକଙ୍କ ପରି ଅତ୍ୟାଚାରୀ, ଅଧାର୍ମିକ, ବ୍ୟଭିଚାରୀ କିମ୍ଵା ଏହି କରଗ୍ରାହୀ ପରି ସୁଦ୍ଧା ନୁହେଁ; Viz kapitolaଓଡିଆ ବାଇବେଲ11 ଫାରୂଶୀ ଠିଆ ହୋଇ ଆପଣା ନିକଟରେ ଏହି ପ୍ରକାର ପ୍ରାର୍ଥନା କରିବାକୁ ଲାଗିଲେ, ହେ ଈଶ୍ୱର, ମୁଁ ତୁମ୍ଭକୁ ଧନ୍ୟବାଦ ଦେଉଅଛି ଯେ, ମୁଁ ଅନ୍ୟ ସମସ୍ତ ଲୋକଙ୍କ ପରି ଅତ୍ୟାଚାରୀ, ଅଧାର୍ମିକ, ବ୍ୟଭିଚାରୀ କିମ୍ବା ଏହି କର ଆଦାୟକାରୀ ପରି ସୁଦ୍ଧା ନୁହେଁ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଫାରୂଶୀ ଠିଆ ହୋଇ ଆପଣା ନିକଟରେ ଏହି ପ୍ରକାର ପ୍ରାର୍ଥନା କରିବାକୁ ଲାଗିଲେ, ‘ହେ ଈଶ୍ବର, ମୁଁ ତୁମ୍ଭକୁ ଧନ୍ୟବାଦ ଦେଉଅଛି ଯେ, ମୁଁ ଅନ୍ୟ ସମସ୍ତ ଲୋକଙ୍କ ପରି ଅତ୍ୟାଚାରୀ, ଅଧାର୍ମିକ, ବ୍ୟଭିଚାରୀ କିମ୍ବା ଏହି କରଗ୍ରାହୀ ପରି ସୁଦ୍ଧା ନୁହେଁ; Viz kapitolaପବିତ୍ର ବାଇବଲ11 ଫାରୂଶୀଜଣକ କରଆଦାୟକାରୀଙ୍କଠାରୁ ଦୂରରେ ଅଲଗା ଠିଆ ହୋଇଥିଲେ। ଫାରୂଶୀ ଜଣକ ପ୍ରାର୍ଥନା କଲାବେଳେ କହିଲେ, ‘ହେ ପରମେଶ୍ୱର, ମୁଁ ଅନ୍ୟ ଲୋକଙ୍କ ଭଳି ଖରାପ ହୋଇ ନ ଥିବାରୁ ତୁମ୍ଭକୁ କୃତଜ୍ଞତା ଜଣାଉଛି। ମୁଁ ଗ୍ଭେରି, ଠକାମି, ବ୍ୟଭିଗ୍ଭର, ପାପ କରୁଥିବା ଲୋକମାନଙ୍କ ଭଳି ନୁହେଁ। ମୁଁ ଏହି କରଆଦାୟକାରୀ ଅପେକ୍ଷା ଭଲ ହୋଇଥିବାରୁ ତୁମ୍ଭ ପାଖରେ କୃତଜ୍ଞତା ଜଣାଉଛି। Viz kapitola |