ଲୂକ ଲିଖିତ ସୁସମାଚାର 18:31 - ପବିତ୍ର ବାଇବଲ (CL) NT (BSI)31 ଯୀଶୁ ବାର ଶିଷ୍ୟଙ୍କୁ ଗୋଟିଏ ପାଖକୁ ଡ଼ାକି ନେଇ କହିଲେ, “ଶୁଣ! ଆମେ ଯିରୂଶାଲମକୁ ଯାଉଛୁ, ସେଠାରେ ଭାବବାଦୀମାନେ ମନୁଷ୍ୟପୁତ୍ରଙ୍କ ବିଷୟରେ ଲେଖାଥିବା ପ୍ରତ୍ୟେକ ବିଷୟ ସଫଳ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)31 ପରେ ସେ ଦ୍ଵାଦଶଙ୍କୁ ଅନ୍ତର କରି ସେମାନଙ୍କୁ କହିଲେ, ଦେଖ, ଆମ୍ଭେମାନେ ଯିରୂଶାଲମକୁ ଯାତ୍ରା କରୁଅଛୁ, ଆଉ ଭାବବାଦୀମାନଙ୍କ ଦ୍ଵାରା ଯେସମସ୍ତ ବିଷୟ ଲିଖିତ ଅଛି, ସେସମସ୍ତ ମନୁଷ୍ୟପୁତ୍ରଙ୍କଠାରେ ସଫଳ ହେବ; Viz kapitolaଓଡିଆ ବାଇବେଲ31 ପରେ ସେ ବାର ଜଣ ଶିଷ୍ୟଙ୍କୁ ଏକତ୍ର କରି ସେମାନଙ୍କୁ କହିଲେ, ଦେଖ, ଆମ୍ଭେମାନେ ଯିରୂଶାଲମକୁ ଯାଉଅଛୁ, ଆଉ ଭାବବାଦୀମାନଙ୍କ ଦ୍ୱାରା ଯେଉଁ ସମସ୍ତ ବିଷୟ ଲେଖାଯାଇଅଛି, ସେ ସମସ୍ତ ମନୁଷ୍ୟପୁତ୍ରଙ୍କଠାରେ ସଫଳ ହେବ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ପରେ ଯୀଶୁ ବାର ଜଣ ଶିଷ୍ୟଙ୍କୁ ଏକତ୍ର କରି ସେମାନଙ୍କୁ କହିଲେ, “ଦେଖ, ଆମ୍ଭେମାନେ ଯିରୂଶାଲମ ସହରକୁ ଯାଉଅଛୁ, ଆଉ ଭାବବାଦୀମାନଙ୍କ ଦ୍ୱାରା ଯେଉଁ ସମସ୍ତ ବିଷୟ ଲେଖାଯାଇଅଛି, ସେ ସମସ୍ତ ମନୁଷ୍ୟପୁତ୍ରଙ୍କଠାରେ ସଫଳ ହେବ; Viz kapitolaପବିତ୍ର ବାଇବଲ31 ତା'ପରେ ଯୀଶୁ ଅଲଗା ଭାବରେ ବାରଜଣ ଶିଷ୍ୟଙ୍କୁ କହିଲେ, “ଶୁଣ, ଆମ୍ଭେମାନେ ଯିରୁଶାଲମକୁ ଯାଉଛୁ। ପରମେଶ୍ୱର ଭବିଷ୍ୟଦ୍ବକ୍ତାମାନଙ୍କୁ ମନୁଷ୍ୟପୁତ୍ରଙ୍କ ବିଷୟରେ ଯାହାସବୁ ଲେଖିବାକୁ କହିଥିଲେ, ସେ ସବୁ ଘଟିବ। Viz kapitola |