Online Bible

- Reklamy -




ଲୂକ ଲିଖିତ ସୁସମାଚାର 18:36 - ପବିତ୍ର ବାଇବଲ (CL) NT (BSI)

36 ବହୁସଂଖ୍ୟକ ଲୋକ ସେହି ବାଟ ଦେଇ ଯାଉ ଥିବାର ଶୁଣି ସେ ପଚାରିଲା, “କ’ଣ ହେଉଛି?”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

36 ସେ ଲୋକସମୂହର ଗମନର ଶଦ୍ଦ ଶୁଣି କଥା କଅଣ ବୋଲି ପଚାରିବାକୁ ଲାଗିଲା।

Viz kapitola kopírovat

ଓଡିଆ ବାଇବେଲ

36 ସେ ଲୋକମାନଙ୍କ ଯାଉଥିବାର ଶବ୍ଦ ଶୁଣି କଥା କ'ଣ ବୋଲି ପଚାରିବାକୁ ଲାଗିଲା ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ସେ ଲୋକମାନଙ୍କ ଯାଉଥିବାର ଶବ୍ଦ ଶୁଣି କଥା କଅଣ ବୋଲି ପଚାରିବାକୁ ଲାଗିଲା।

Viz kapitola kopírovat

ପବିତ୍ର ବାଇବଲ

36 ସେ ରାସ୍ତାରେ ଯାଉଥିବା ଲୋକମାନଙ୍କ କୋଳାହଳ ଶୁଣିପାରି ପଗ୍ଭରିଲା, “ଘଟଣା କ’ଣ?”

Viz kapitola kopírovat




ଲୂକ ଲିଖିତ ସୁସମାଚାର 18:36

Následuj nás:

Reklamy


Reklamy