ଲୂକ ଲିଖିତ ସୁସମାଚାର 19:12 - ପବିତ୍ର ବାଇବଲ (CL) NT (BSI)12 ଯୀଶୁ କହିଲେ: “ଥରେ ଜଣେ ସମ୍ଭ୍ରାନ୍ତ ବ୍ୟକ୍ତି ରାଜା ରୂପେ ଅଭିଷିକ୍ତ ହେବାକୁ ଦୂର ଦେଶକୁ ଗଲେ ଓ ସେ ସେଠାରୁ ନିର୍ଦ୍ଦିଷ୍ଟ ସମୟରେ ଫେରି ଆସିବାର ସ୍ଥିର ହୋଇଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଏଣୁ ସେ କହିଲେ, ଜଣେ କୁଳୀନ ବ୍ୟକ୍ତି ଆପଣା ନିମନ୍ତେ ରାଜପଦ ପ୍ରାପ୍ତ ହୋଇ ବାହୁଡ଼ି ଆସିବା ସକାଶେ ଦୂର ଦେଶକୁ ଯାତ୍ରା କଲେ। Viz kapitolaଓଡିଆ ବାଇବେଲ12 ଏଣୁ ସେ କହିଲେ, ଜଣେ ଉଚ୍ଚବଂଶର ବ୍ୟକ୍ତି ଆପଣା ନିମନ୍ତେ ରାଜପଦ ଗ୍ରହଣ କରି ଫେରିଆସିବା ନିମନ୍ତେ ଦୂର ଦେଶକୁ ଯାତ୍ରା କଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏଣୁ ସେ କହିଲେ, “ଜଣେ ଉଚ୍ଚବଂଶର ବ୍ୟକ୍ତି ଆପଣା ନିମନ୍ତେ ରାଜପଦ ଗ୍ରହଣ କରି ଫେରିଆସିବା ନିମନ୍ତେ ଦୂର ଦେଶକୁ ଯାତ୍ରା କଲେ। Viz kapitolaପବିତ୍ର ବାଇବଲ12 ଲୋକମାନେ ଏହି କଥା ଭାବୁଥିବା ଯୀଶୁ ଜାଣି ପାରିଲେ। ତେଣୁ ସେ ଲୋକମାନଙ୍କୁ ଏହି ଦୃଷ୍ଟାନ୍ତଟି କହିଲେ: “ଜଣେ ଅତି ମାନ୍ୟଗନ୍ୟ ବ୍ୟକ୍ତି ରାଜା ହେବା ପାଇଁ କୌଣସି ଏକ ଦୂର ରାଜ୍ୟକୁ ଯିବାକୁ ପ୍ରସ୍ତୁତ ହେଉଥିଲେ। ତା'ପରେ ସେ ଫେରି ଆସି ନିଜ ଲୋକମାନଙ୍କ ଉପରେ ଶାସନ କରିବାକୁ ଯୋଜନା କଲେ। Viz kapitola |