ଲୂକ ଲିଖିତ ସୁସମାଚାର 19:13 - ପବିତ୍ର ବାଇବଲ (CL) NT (BSI)13 ସେ ଯିବା ପୂର୍ବରୁ ତାଙ୍କର ଦଶ ଜଣ ଦାସଙ୍କୁ ଡ଼ାକି ପ୍ରତ୍ୟେକଙ୍କୁ ଗୋଟିଏ ଲେଖାଏ ସ୍ୱର୍ଣ୍ଣ ମୁଦ୍ରା ଦେଇ କହିଲେ, ‘ମୁଁ ଯିବା ପରେ ତୁମ୍ଭେମାନେ ଏଥିରୁ କିପରି ଉପାର୍ଜ୍ଜନ କରିବ, ସେ ବିଷୟ ଚିନ୍ତା କରି ଦେଖ।’ Viz kapitolaପବିତ୍ର ବାଇବଲ (Re-edited) - (BSI)13 ସେ ଆପଣାର ଦଶ ଜଣ ଦାସଙ୍କୁ ଡାକି ସେମାନଙ୍କୁ ଦଶଗୋଟି ମୋହର ଦେଇ କହିଲେ, ମୋର ଆସିବା ପର୍ଯ୍ୟନ୍ତ ବେପାର କର। Viz kapitolaଓଡିଆ ବାଇବେଲ13 ସେ ଆପଣାର ଦଶ ଜଣ ଦାସଙ୍କୁ ଡାକି ସେମାନଙ୍କୁ ଦଶ ଗୋଟି ମୁଦ୍ରା ଦେଇ କହିଲେ, ମୋର ଆସିବା ପର୍ଯ୍ୟନ୍ତ ବେପାର କର । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସେ ଆପଣାର ଦଶ ଜଣ ଦାସଙ୍କୁ ଡାକି ସେମାନଙ୍କୁ ଦଶଗୋଟି ମୋହର ଦେଇ କହିଲେ, ମୋହର ଆସିବା ପର୍ଯ୍ୟନ୍ତ ବେପାର କର। Viz kapitolaପବିତ୍ର ବାଇବଲ13 ସେ ନିଜର ଦଶ ଜଣ ଗ୍ଭକରଙ୍କୁ ଡାକିଲେ। ସେ ପ୍ରତ୍ୟେକ ଗ୍ଭକରଙ୍କୁ ଗୋଟିଏ ଗୋଟିଏ ଟଙ୍କା ଥଳି ଦେଲେ। ସେ କହିଲେ, ‘ମୁଁ ଫେରିବା ପର୍ଯ୍ୟନ୍ତ ଏହି ଟଙ୍କାରେ ବ୍ୟବସାୟ କର।’ Viz kapitola |