ଲୂକ ଲିଖିତ ସୁସମାଚାର 19:36 - ପବିତ୍ର ବାଇବଲ (CL) NT (BSI)36 ସେ ଚଢ଼ି ଯାତ୍ରା କରିବାବେଳେ ଲୋକମାନେ ମଧ୍ୟ ରାସ୍ତାରେ ସେମାନଙ୍କ ଲୁଗା ବିଛାଇ ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)36 ଆଉ, ସେ ଯାତ୍ରା କରୁଥିବା ସମୟରେ ଲୋକେ ପଥରେ ଆପଣା ଆପଣା ଲୁଗା ବିଛାଇ ଦେବାକୁ ଲାଗିଲେ। Viz kapitolaଓଡିଆ ବାଇବେଲ36 ଆଉ ସେ ଯାତ୍ରା କରୁଥିବା ସମୟରେ ଲୋକେ ବାଟରେ ଆପଣା ଆପଣା ଲୁଗା ବିଛାଇ ଦେବାକୁ ଲାଗିଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ଆଉ ସେ ଯାତ୍ରା କରୁଥିବା ସମୟରେ ଲୋକେ ବାଟରେ ଆପଣା ଆପଣା ଲୁଗା ବିଛାଇ ଦେବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ36 ଯୀଶୁ ଗଧ ଉପରେ ବସି ଯିରୁଶାଲମ ଆଡ଼କୁ ଯାତ୍ରା କଲେ। ଲୋକମାନେ ଯୀଶୁଙ୍କ ଆଗରେ ରାସ୍ତା ଉପରେ ନିଜ ନିଜ ଲୁଗା ବିଛାଇ ଦେଲେ। Viz kapitola |