ଲୂକ ଲିଖିତ ସୁସମାଚାର 19:42 - ପବିତ୍ର ବାଇବଲ (CL) NT (BSI)42 “ଶାନ୍ତି ପାଇଁ କ’ଣ ଆବଶ୍ୟକ, ତାହା ଯଦି ତୁ ଆଜି ଜାଣିଥାନ୍ତୁ! କିନ୍ତୁ ବର୍ତ୍ତମାନ ତାହା ତୁ ଆଜି ଜାଣିଥାନ୍ତୁ! କିନ୍ତୁ ବର୍ତ୍ତମାନ ତାହା ତୁ ଦେଖିପାରୁ ନାହୁଁ। Viz kapitolaପବିତ୍ର ବାଇବଲ (Re-edited) - (BSI)42 ତୁ, ହଁ, ତୁ ଯଦି ଆଜି ଶାନ୍ତିର ବିଷୟଗୁଡ଼ିକ ଜାଣିଥାଆନ୍ତୁଣ! ମାତ୍ର ଏବେ ସେଗୁଡ଼ିକ ତୋʼ ଦୃଷ୍ଟିରୁ ଗୁପ୍ତ ହୋଇ ରହିଅଛି। Viz kapitolaଓଡିଆ ବାଇବେଲ42 ତୁ, ହଁ, ତୁ ଯଦି ଆଜି ଶାନ୍ତିର ବିଷୟଗୁଡ଼ିକ ଜାଣିଥାଆନ୍ତୁ ! ମାତ୍ର ଏବେ ସେଗୁଡ଼ିକ ତୋ ଦୃଷ୍ଟିରୁ ଗୁପ୍ତ ହୋଇ ରହିଅଛି । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT42 “ତୁ, ହଁ, ତୁ ହିଁ ଯଦି ଆଜି ଶାନ୍ତିର ବିଷୟଗୁଡ଼ିକ ଜାଣିଥାଆନ୍ତୁ! ମାତ୍ର ଏବେ ସେଗୁଡ଼ିକ ତୋʼ ଦୃଷ୍ଟିରୁ ଗୁପ୍ତ ହୋଇ ରହିଅଛି। Viz kapitolaପବିତ୍ର ବାଇବଲ42 ଯୀଶୁ ଯିରୁଶାଲମକୁ କହିଲେ, “ତୁମ୍ଭକୁ କିପରି ଶାନ୍ତି ମିଳି ପାରିବ, ତାହା ତୁମ୍ଭେମାନେ ଆଜି ଅନ୍ତତଃ ଜାଣି ପାରନ୍ତ! କିନ୍ତୁ ତାହା ତୁମ୍ଭେମାନେ ଜାଣି ପାରିବ ନାହିଁ। କାରଣ ତାହା ତୁମ୍ଭ ପାଖରୁ ଗୁପ୍ତ ରଖା ଯାଇଛି। Viz kapitola |