ଲୂକ ଲିଖିତ ସୁସମାଚାର 19:6 - ପବିତ୍ର ବାଇବଲ (CL) NT (BSI)6 ଜଖିୟ ଶୀଘ୍ର ତଳକୁ ଓହ୍ଲାଇ ଆସି ମହାନନ୍ଦରେ ତାଙ୍କୁ ସ୍ୱାଗତ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)6 ସେଥିରେ ସେ ଶୀଘ୍ର ଓହ୍ଳାଇଆସି ଆନନ୍ଦରେ ତାହାଙ୍କର ଆତିଥ୍ୟ କଲେ। Viz kapitolaଓଡିଆ ବାଇବେଲ6 ସେଥିରେ ସେ ଶୀଘ୍ର ଓହ୍ଲାଇ ଆସି ଆନନ୍ଦରେ ଯୀଶୁଙ୍କୁ ନିଜ ଘରକୁ ଡାକିଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେଥିରେ ସେ ଶୀଘ୍ର ଓହ୍ଲାଇ ଆସି ଆନନ୍ଦରେ ଯୀଶୁଙ୍କୁ ନିଜ ଘରକୁ ଡାକିଲେ। Viz kapitolaପବିତ୍ର ବାଇବଲ6 ତା'ପରେ ଜଖିୟ ଖୁବ୍ ଶୀଘ୍ର ତଳକୁ ଓହ୍ଲାଇ ଆସିଲେ। ଅତ୍ୟନ୍ତ ଖୁସୀରେ ସେ ଯୀଶୁଙ୍କୁ ନିଜ ଘରେ ସ୍ୱାଗତ କଲେ। Viz kapitola |