ଲୂକ ଲିଖିତ ସୁସମାଚାର 2:21 - ପବିତ୍ର ବାଇବଲ (CL) NT (BSI)21 ଏକ ସପ୍ତାହ ପରେ ଶିଶୁର ସୁନ୍ନତ ହେବା ସମୟରେ ତାଙ୍କର ନାମ ଯୀଶୁ ଦିଆଗଲା। ସେ ର୍ଗଭସ୍ଥ ହେବା ପୂର୍ବରୁ ସ୍ୱର୍ଗଦୂତଙ୍କ ଦ୍ୱାରା ତାଙ୍କର ଏହି ନାମକରଣ ହୋଇଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)21 ତାହାଙ୍କୁ ସୁନ୍ନତ କରିବା ସକାଶେ ଅଷ୍ଟମ ଦିନ ଉପସ୍ଥିତ ହୁଅନ୍ତେ, ତାହାଙ୍କର ନାମ ଯୀଶୁ ଦିଆଗଲା; ଏହି ନାମ ତାହାଙ୍କ ଗର୍ଭସ୍ଥ ହେବା ପୂର୍ବରୁ ଦୂତଙ୍କ ଦ୍ଵାରା ଦିଆଯାଇଥିଲା। Viz kapitolaଓଡିଆ ବାଇବେଲ21 ତାହାଙ୍କୁ ସୁନ୍ନତ କରିବା ନିମନ୍ତେ ଆଠ ଦିନ ହେବାରୁ, ତାହାଙ୍କର ନାମ ଯୀଶୁ ଦିଆଗଲା; ଏହି ନାମ ତାହାଙ୍କ ଗର୍ଭାସ୍ଥ ହେବା ପୂର୍ବରୁ ଦୂତଙ୍କ ଦ୍ୱାରା ଦିଆଯାଇଥିଲା । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତାହାଙ୍କୁ ସୁନ୍ନତ କରିବା ନିମନ୍ତେ ଆଠ ଦିନ ହେବାରୁ, ତାହାଙ୍କର ନାମ ଯୀଶୁ ଦିଆଗଲା; ଏହି ନାମ ତାହାଙ୍କ ଗର୍ଭାସ୍ଥ ହେବା ପୂର୍ବରୁ ଦୂତଙ୍କ ଦ୍ୱାରା ଦିଆଯାଇଥିଲା। Viz kapitolaପବିତ୍ର ବାଇବଲ21 ଶିଶୁଟି ଆଠ ଦିନର ହେବାରୁ ତା'ର ସୁନ୍ନତ କରାଗଲା ଓ ତାହାଙ୍କର ନାମ ଯୀଶୁ ରଖାଗଲା। ସେ ଗର୍ଭରେ ରହି ବଢ଼ିବା ପୂର୍ବରୁ ସ୍ୱର୍ଗଦୂତ ତାହାଙ୍କୁ ଏହି ନାମ ଦେଇଥିଲେ। Viz kapitola |