ଲୂକ ଲିଖିତ ସୁସମାଚାର 20:13 - ପବିତ୍ର ବାଇବଲ (CL) NT (BSI)13 ତା’ପରେ ଦ୍ରାକ୍ଷା କ୍ଷେତର ମାଲିକ କହିଲେ, ‘ମୁଁ ଏବେ କ’ଣ କରିବି? ଏଥର ମୁଁ ମୋର ପ୍ରିୟ ପୁତ୍ରକୁ ପଠାଇବି। ସେମାନେ ନିଶ୍ଚୟ ତାକୁ ସମ୍ମାନ କରିବେ!’ Viz kapitolaପବିତ୍ର ବାଇବଲ (Re-edited) - (BSI)13 ସେଥିରେ ଦ୍ରାକ୍ଷାକ୍ଷେତ୍ରର କର୍ତ୍ତା କହିଲେ, ମୁଁ କଅଣ କରିବି? ମୋର ପ୍ରିୟ ପୁତ୍ରକୁ ପଠାଇବି, କେଜାଣି ସେମାନେ ତାହାକୁ ମାନ୍ୟ କରିବେ। Viz kapitolaଓଡିଆ ବାଇବେଲ13 ସେଥିରେ ଅଙ୍ଗୁର କ୍ଷେତ୍ରର ମାଲିକ କହିଲେ, ମୁଁ କ'ଣ କରିବି ? ମୋର ପ୍ରିୟ ପୁତ୍ରକୁ ପଠାଇବି, କେଜାଣି ସେମାନେ ତାହାକୁ ମାନ୍ୟ କରିବେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସେଥିରେ ଦ୍ରାକ୍ଷାକ୍ଷେତ୍ରର ମାଲିକ କହିଲେ, ମୁଁ କଅଣ କରିବି? ମୋହର ପ୍ରିୟ ପୁତ୍ରକୁ ପଠାଇବି, କେଜାଣି ସେମାନେ ତାହାକୁ ମାନ୍ୟ କରିବେ। Viz kapitolaପବିତ୍ର ବାଇବଲ13 “ଜମିମାଲିକ କହିଲା, ‘ଏବେ ମୁଁ କ’ଣ କରିବି? ମୁଁ ମୋ’ ପୁଅକୁ ପଠାଇବି। ମୁଁ ମୋ’ ପୁଅକୁ ଅତ୍ୟଧିକ ଭଲ ପାଏ। ହୁଏତ ମୋ’ ପୁଅକୁ କୃଷକମାନେ ସମ୍ମାନ ଦେଇପାରନ୍ତି।’ Viz kapitola |