ଲୂକ ଲିଖିତ ସୁସମାଚାର 20:14 - ପବିତ୍ର ବାଇବଲ (CL) NT (BSI)14 କିନ୍ତୁ ଚାଷୀମାନେ ତାକୁ ଦେଖି ପରସ୍ପର ମଧ୍ୟରେ ବିଚାର କଲେ, ‘ଏ ହେଉଛି ମାଲିକର ପୁଅ। ଚାଲ, ଆମେ ତାକୁ ହତ୍ୟା କରିବା, ତାହାହେଲେ ତା’ର ସମ୍ପତ୍ତି ଆମର ହେବ’। Viz kapitolaପବିତ୍ର ବାଇବଲ (Re-edited) - (BSI)14 ମାତ୍ର କୃଷକମାନେ ତାଙ୍କୁ ଦେଖି ପରସ୍ପର ତର୍କବିତର୍କ କରି କହିବାକୁ ଲାଗିଲେ, ଏ ତ ଉତ୍ତରାଧିକାରୀ, ଏହାକୁ ବଧ କରିବା, ଯେପରି ଅଧିକାର ଆମ୍ଭମାନଙ୍କର ହେବ। Viz kapitolaଓଡିଆ ବାଇବେଲ14 ମାତ୍ର କୃଷକମାନେ ତାହାଙ୍କୁ ଦେଖି ପରସ୍ପର ତର୍କବିତର୍କ କରି କହିବାକୁ ଲାଗିଲେ, ଏ ତ ଉତ୍ତରାଧିକାରୀ, ଏହାକୁ ବଧ କରିବା, ଯେପରି ଅଧିକାର ଆମ୍ଭମାନଙ୍କର ହେବ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ମାତ୍ର କୃଷକମାନେ ତାହାଙ୍କୁ ଦେଖି ପରସ୍ପର ତର୍କବିତର୍କ କରି କହିବାକୁ ଲାଗିଲେ, ଏ ତ ଉତ୍ତରାଧିକାରୀ, ଏହାକୁ ବଧ କରିବା, ଯେପରି ଅଧିକାର ଆମ୍ଭମାନଙ୍କର ହେବ। Viz kapitolaପବିତ୍ର ବାଇବଲ14 କୃଷକମାନେ ମାଲିକର ପୁଅକୁ ଦେଖି କୁହାକୁହି ହେଲେ, ‘ଏତ ଜମିମାଲିକର ପୁଅ। ଏ ଜମି ଖଣ୍ଡିକ ତା'ର ହିଁ ହେବ। ଆମ୍ଭେ ତାକୁ ମାରିଦେଲେ ଜମିଟି ଆମ୍ଭରି ହୋଇଯିବ।’ Viz kapitola |