ଲୂକ ଲିଖିତ ସୁସମାଚାର 20:23 - ପବିତ୍ର ବାଇବଲ (CL) NT (BSI)23 କିନ୍ତୁ ଯୀଶୁ ସେମାନଙ୍କର ଧୂର୍ତ୍ତତା ବୁଝିପାରି କହିଲେ, Viz kapitolaପବିତ୍ର ବାଇବଲ (Re-edited) - (BSI)23 କିନ୍ତୁ ସେ ସେମାନଙ୍କ ଧୂର୍ତ୍ତତା ବୁଝି ସେମାନଙ୍କୁ କହିଲେ, ମୋତେ ଗୋଟିଏ ଅଧୁଲି ଦେଖାଅ। Viz kapitolaଓଡିଆ ବାଇବେଲ23 କିନ୍ତୁ ଯୀଶୁ ସେମାନଙ୍କ ଚତୁରତା ବୁଝି ସେମାନଙ୍କୁ କହିଲେ, ମୋତେ ଗୋଟିଏ ଅଧୁଲି (ମୁଦ୍ରା) ଦେଖାଅ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 କିନ୍ତୁ ଯୀଶୁ ସେମାନଙ୍କ ଚତୁରତା ବୁଝି ସେମାନଙ୍କୁ କହିଲେ, “ମୋତେ ଗୋଟିଏ ମୁଦ୍ରା ଦେଖାଅ। Viz kapitolaପବିତ୍ର ବାଇବଲ23 କିନ୍ତୁ ଯୀଶୁ ଜାଣିଥିଲେ ଯେ ଏହି ଲୋକମାନେ ତାହାଙ୍କୁ ଫାନ୍ଦରେ ପକାଇବାକୁ ଗ୍ଭହୁଁଛନ୍ତି। ତେଣୁ ଯୀଶୁ ସେମାନଙ୍କୁ କହିଲେ, Viz kapitola |