ଲୂକ ଲିଖିତ ସୁସମାଚାର 20:8 - ପବିତ୍ର ବାଇବଲ (CL) NT (BSI)8 ଯୀଶୁ ସେମାନଙ୍କ କହିଲେ, “ତା’ହେଲେ କେଉଁ ଅଧିକାରରେ ମୁଁ ଏସବୁ କରୁଛି, ତାହା ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)8 ଯୀଶୁ ସେମାନଙ୍କୁ କହିଲେ, ତେବେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ। Viz kapitolaଓଡିଆ ବାଇବେଲ8 ଯୀଶୁ ସେମାନଙ୍କୁ କହିଲେ, ତେବେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଯୀଶୁ ସେମାନଙ୍କୁ କହିଲେ, “ତେବେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି, ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ।” Viz kapitolaପବିତ୍ର ବାଇବଲ8 ଯୀଶୁ ସେମାନଙ୍କୁ କହିଲେ, “ମୁଁ ତେବେ ତୁମ୍ଭମାନଙ୍କୁ କହିବି ନାହିଁ ଯେ ମୁଁ କେଉଁ ଅଧିକାରରେ ଏ ସବୁ କାମ କରୁଛି।” Viz kapitola |