ଲୂକ ଲିଖିତ ସୁସମାଚାର 20:9 - ପବିତ୍ର ବାଇବଲ (CL) NT (BSI)9 ଦିନେ ଯୀଶୁ ଲୋକମାନଙ୍କୁ ଏହି ଦୃଷ୍ଟାନ୍ତ କଥା କହିଲେ, “ଜଣେ ଲୋକ ଗୋଟିଏ ଦ୍ରାକ୍ଷା କ୍ଷେତ୍ର କରି ଚାଷୀମାନଙ୍କୁ ତାହା ଭାଗରେ ଦେଲେ ଓ ବହୁତ ଦିନ ପାଇଁ ବିଦେଶକୁ ଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଏଥିଉତ୍ତାରେ ସେ ଲୋକମାନଙ୍କୁ ଏହି ଦୃଷ୍ଟାନ୍ତ କହିବାକୁ ଲାଗିଲେ। ଜଣେ ବ୍ୟକ୍ତି ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ତାହା କୃଷକମାନଙ୍କୁ ଭାଗରେ ଦେଇ ବହୁକାଳ ନିମନ୍ତେ ବିଦେଶକୁ ଗମନ କଲେ। Viz kapitolaଓଡିଆ ବାଇବେଲ9 ଏହାପରେ ସେ ଲୋକମାନଙ୍କୁ ଏହି ଦୃଷ୍ଟାନ୍ତ କହିବାକୁ ଲାଗିଲେ । ଜଣେ ବ୍ୟକ୍ତି ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ତାହା କୃଷକମାନଙ୍କୁ ଭାଗରେ ଦେଇ ବହୁକାଳ ନିମନ୍ତେ ବିଦେଶକୁ ଗଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏହାପରେ ସେ ଲୋକମାନଙ୍କୁ ଏହି ଦୃଷ୍ଟାନ୍ତ କହିବାକୁ ଲାଗିଲେ। “ଜଣେ ବ୍ୟକ୍ତି ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ତାହା କୃଷକମାନଙ୍କୁ ଭାଗରେ ଦେଇ ବହୁକାଳ ନିମନ୍ତେ ବିଦେଶକୁ ଗଲେ। Viz kapitolaପବିତ୍ର ବାଇବଲ9 ତା'ପରେ ଯୀଶୁ ଲୋକମାନଙ୍କୁ ଏହି ଦୃଷ୍ଟାନ୍ତଟି କହିଲେ, “ଗୋଟିଏ ଲୋକ କିଛି ଜମିରେ ଅଙ୍ଗୁର ଗ୍ଭଷ କଲା। ସେ ଏହି ଜମିଟି କେତେ ଜଣ କୃଷକଙ୍କୁ ଭାଗ ଦେଇଦେଲା। ତା'ପରେ ସେ ଦୀର୍ଘ ସମୟ ପର୍ଯ୍ୟନ୍ତ ସେଠାରୁ ଗ୍ଭଲିଗଲା। Viz kapitola |