ଲୂକ ଲିଖିତ ସୁସମାଚାର 21:28 - ପବିତ୍ର ବାଇବଲ (CL) NT (BSI)28 ଏହିସବୁ ଘଟଣାର ସୂତ୍ରପାତ ହେଲେ, ମସ୍ତକ ଉତ୍ତୋଳନ କରି ଉଦ୍ଧ୍ୱର୍ ଦୃଷ୍ଟି କର, କାରଣ ତୁମ୍ଭମାନଙ୍କର ପରିତ୍ରାଣ ସନ୍ନିକଟ।” Viz kapitolaପବିତ୍ର ବାଇବଲ (Re-edited) - (BSI)28 କିନ୍ତୁ ଏହିସମସ୍ତ ଘଟଣା ଆରମ୍ଭ ହେଲେ ତୁମ୍ଭେମାନେ ଊର୍ଦ୍ଧଦୃଷ୍ଟି କର ଓ ମସ୍ତକ ଉତ୍ତୋଳନ କର, ଯେଣୁ ତୁମ୍ଭମାନଙ୍କର ମୁକ୍ତି ସନ୍ନିକଟ। Viz kapitolaଓଡିଆ ବାଇବେଲ28 କିନ୍ତୁ ଏହି ସମସ୍ତ ଘଟଣା ଆରମ୍ଭ ହେଲେ ତୁମ୍ଭେମାନେ ଉପରକୁ ଅନାଅ ଓ ମସ୍ତକ ଉଠାଅ, ଯେଣୁ ତୁମ୍ଭମାନଙ୍କର ମୁକ୍ତି ସନ୍ନିକଟ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 କିନ୍ତୁ ଏହି ସମସ୍ତ ଘଟଣା ଆରମ୍ଭ ହେଲେ ତୁମ୍ଭେମାନେ ଉପରକୁ ଅନାଅ ଓ ମସ୍ତକ ଉଠାଅ, ଯେଣୁ ତୁମ୍ଭମାନଙ୍କର ମୁକ୍ତି ସନ୍ନିକଟ।” Viz kapitolaପବିତ୍ର ବାଇବଲ28 ଯେତେବେଳେ ଏସବୁ ଘଟଣା ଘଟିବା ଆରମ୍ଭ ହୋଇଯିବ, ତୁମ୍ଭେମାନେ ଭୟ କରିବ ନାହିଁ। ଉପରକୁ ଗ୍ଭହିଁ ଖୁସୀ ହେବ, ଆଦୌ ବ୍ୟସ୍ତ ହେବ ନାହିଁ। କାରଣ ତୁମ୍ଭମାନଙ୍କର ମୁକ୍ତି ସମୟ ପାଖ ହୋଇଗଲାଣି ବୋଲି ଏଥିରୁ ଜାଣିବ।” Viz kapitola |