ଲୂକ ଲିଖିତ ସୁସମାଚାର 21:3 - ପବିତ୍ର ବାଇବଲ (CL) NT (BSI)3 ସେ କହିଲେ, “ମୁଁ କହୁଛି, ଏହି ଦରିଦ୍ର ବିଧବା ଅନ୍ୟ ସମସ୍ତଙ୍କ ଅପେକ୍ଷା ଅଧିକ ଦାନ ଦେଇଛି। Viz kapitolaପବିତ୍ର ବାଇବଲ (Re-edited) - (BSI)3 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ଦରିଦ୍ର ବିଧବା ସମସ୍ତଙ୍କଠାରୁ ଅଧିକ ପକାଇଅଛି, Viz kapitolaଓଡିଆ ବାଇବେଲ3 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ଦରିଦ୍ର ବିଧବା ସମସ୍ତଙ୍କଠାରୁ ଅଧିକ ପକାଇଅଛି, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ଦରିଦ୍ର ବିଧବା ସମସ୍ତଙ୍କଠାରୁ ଅଧିକ ପକାଇଅଛି, Viz kapitolaପବିତ୍ର ବାଇବଲ3 ଯୀଶୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ଏହି ଗରିବ ବିଧବାଟି କେବଳ ଦୁଇଟି ତମ୍ବା ପଇସା ଦାନ ଦେଲା। କିନ୍ତୁ ପ୍ରକୃତରେ ସେ ଏହି ଧନୀଲୋକମାନଙ୍କଠାରୁ ବହୁତ ଅଧିକ ଦେଲା। Viz kapitola |