ଲୂକ ଲିଖିତ ସୁସମାଚାର 21:31 - ପବିତ୍ର ବାଇବଲ (CL) NT (BSI)31 ସେହିପରି ତୁମ୍ଭେମାନେ ଏସବୁ ବିଷୟ ଘଟିବାର ଦେଖିଲେ, ଈଶ୍ୱରଙ୍କ ବାକ୍ୟ ଆଗତପ୍ରାୟ ବୋଲି ଜାଣିବ। Viz kapitolaପବିତ୍ର ବାଇବଲ (Re-edited) - (BSI)31 ସେହିପରି ତୁମ୍ଭେମାନେ ମଧ୍ୟ ଏହିସମସ୍ତ ଘଟଣା ଦେଖିଲେ ଈଶ୍ଵରଙ୍କ ରାଜ୍ୟ ଯେ ସନ୍ନିକଟ, ଏହା ଜାଣ। Viz kapitolaଓଡିଆ ବାଇବେଲ31 ସେହିପରି ତୁମ୍ଭେମାନେ ମଧ୍ୟ ଏହି ସମସ୍ତ ଘଟଣା ଦେଖିଲେ ଈଶ୍ୱରଙ୍କ ରାଜ୍ୟ ଯେ ସନ୍ନିକଟ, ଏହା ଜାଣ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ସେହିପରି ତୁମ୍ଭେମାନେ ମଧ୍ୟ ଏହି ସମସ୍ତ ଘଟଣା ଦେଖିଲେ ଈଶ୍ବରଙ୍କ ରାଜ୍ୟ ଯେ ସନ୍ନିକଟ, ଏହା ଜାଣ। Viz kapitolaପବିତ୍ର ବାଇବଲ31 ସେହିଭଳି ମୁଁ ତୁମ୍ଭମାନଙ୍କୁ ଯାହା କହିଛି ସେଗୁଡ଼ିକ ଘଟିବ। ଏହିସବୁ ଘଟଣା ଘଟିବା ଦେଖିଲେ ତୁମ୍ଭେମାନେ ଜାଣି ପାରିବ ଯେ, ପରମେଶ୍ୱରଙ୍କ ରାଜ୍ୟ ନିକଟ ହୋଇଗଲାଣି। Viz kapitola |