ଲୂକ ଲିଖିତ ସୁସମାଚାର 21:36 - ପବିତ୍ର ବାଇବଲ (CL) NT (BSI)36 ଜାଗ୍ରତ ଥାଅ ଓ ସେସବୁ ମଧ୍ୟ ଦେଇ ନିର୍ବିଘ୍ନରେ ଗତି କରିବା ପାଇଁ ଶକ୍ତି ପାଇବା ନିମନ୍ତେ ଓ ମନୁଷ୍ୟପୁତ୍ରଙ୍କ ସମ୍ମୁଖରେ ଠିଆ ହେବା ନିମନ୍ତେ ତୁମ୍ଭେମାନେ ସର୍ବଦା ପ୍ରାର୍ଥନା କର।” Viz kapitolaପବିତ୍ର ବାଇବଲ (Re-edited) - (BSI)36 କିନ୍ତୁ ତୁମ୍ଭେମାନେ ଯେପରି ଏହିସମସ୍ତ ଆଗାମୀ ଘଟଣାରୁ ରକ୍ଷା ପାଇବାକୁ ଓ ମନୁଷ୍ୟପୁତ୍ରଙ୍କ ଛାମୁରେ ଉଭା ହେବାକୁ ସମର୍ଥ ହୁଅ, ଏନିମନ୍ତେ ସର୍ବଦା ପ୍ରାର୍ଥନା କରି ଜାଗିରୁହ। Viz kapitolaଓଡିଆ ବାଇବେଲ36 କିନ୍ତୁ ତୁମ୍ଭେମାନେ ଯେପରି ଏହି ସମସ୍ତ ଆଗାମୀ ଘଟଣାରୁ ରକ୍ଷା ପାଇବାକୁ ଓ ମନୁଷ୍ୟପୁତ୍ରଙ୍କ ସମ୍ମୁଖରେ ଠିଆ ହେବାକୁ ସମର୍ଥ ହୁଅ, ଏନିମନ୍ତେ ସର୍ବଦା ପ୍ରାର୍ଥନା କରି ଜାଗି ରୁହ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 କିନ୍ତୁ ତୁମ୍ଭେମାନେ ଯେପରି ଏହି ସମସ୍ତ ଆଗାମୀ ଘଟଣାରୁ ରକ୍ଷା ପାଇବାକୁ ଓ ମନୁଷ୍ୟପୁତ୍ରଙ୍କ ସମ୍ମୁଖରେ ଠିଆ ହେବାକୁ ସମର୍ଥ ହୁଅ, ଏନିମନ୍ତେ ସର୍ବଦା ପ୍ରାର୍ଥନା କରି ଜାଗି ରୁହ।” Viz kapitolaପବିତ୍ର ବାଇବଲ36 ତେଣୁ ସଦାବେଳେ ପ୍ରସ୍ତୁତ ଥାଅ। ଯେଉଁସବୁ ଘଟଣା ଘଟିବାକୁ ଯାଉଅଛି, ସେଗୁଡ଼ିକ ମଧ୍ୟଦେଇ ନିରାପଦରେ ଗତି କରିବାକୁ ଶକ୍ତିଲାଭ ପାଇଁ ପ୍ରାର୍ଥନା କର। ତୁମ୍ଭେମାନେ ଆତ୍ମବିଶ୍ୱାସର ସହିତ ମନୁଷ୍ୟପୁତ୍ରଙ୍କ ଆଗରେ ଠିଆ ହୋଇ ପାରିବା ପାଇଁ ପ୍ରାର୍ଥନା କରା” Viz kapitola |