ଲୂକ ଲିଖିତ ସୁସମାଚାର 21:8 - ପବିତ୍ର ବାଇବଲ (CL) NT (BSI)8 ଯୀଶୁ କହିଲେ, “ସତର୍କ ଥାଅ; ପ୍ରତାରିତ ହୁଅ ନାହିଁ। ଅନେକ ଲୋକ ମୋ’ ନାମରେ ଆସି କହିବେ, ‘ମୁଁ ସେହି! ଓ ସମୟ ଉପସ୍ଥିତ!’ କିନ୍ତୁ ସେମାନଙ୍କର ଅନୁଗମନ କର ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ସେଥିରେ ସେ କହିଲେ, ସାବଧାନ, ତୁମ୍ଭେମାନେ ଯେପରି ଭ୍ରାନ୍ତ ନ ହୁଅ; କାରଣ ଅନେକେ ମୋʼ ନାମରେ ଆସି, ମୁଁ ସେ ଓ ସମୟ ସନ୍ନିକଟ ବୋଲି କହିବେ; ସେମାନଙ୍କ ପଛରେ ଯାଅ ନାହିଁ। Viz kapitolaଓଡିଆ ବାଇବେଲ8 ସେଥିରେ ଯୀଶୁ କହିଲେ, ସାବଧାନ, ତୁମ୍ଭେମାନେ ଯେପରି ଭ୍ରାନ୍ତ ନ ହୁଅ; କାରଣ ଅନେକ ଲୋକ ମୋ ନାମରେ ଆସି, ମୁଁ ସେ ଓ ସମୟ ସନ୍ନିକଟ ବୋଲି କହିବେ; ସେମାନଙ୍କ ପଛରେ ଯାଅ ନାହିଁ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସେଥିରେ ଯୀଶୁ କହିଲେ, “ସାବଧାନ, ତୁମ୍ଭେମାନେ ଯେପରି ଭ୍ରାନ୍ତ ନ ହୁଅ; କାରଣ ଅନେକ ଲୋକ ମୋ ନାମରେ ଆସି, ମୁଁ ସେ ଓ ସମୟ ସନ୍ନିକଟ ବୋଲି କହିବେ; ସେମାନଙ୍କ ପଛରେ ଯାଅ ନାହିଁ। Viz kapitolaପବିତ୍ର ବାଇବଲ8 ଯୀଶୁ କହିଲେ, “ସାବଧାନ! ଭ୍ରାନ୍ତହୁଅ ନାହିଁ। ମୋ’ ନାମ ବ୍ୟବହାର କରି ଅନେକ ଲୋକ ଆସିବେ। ସେମାନେ କହିବେ, ‘ମୁଁ ଖ୍ରୀଷ୍ଟ’ ଏବଂ ‘ଉପଯୁକ୍ତ ସମୟ ଆସିଯାଇଛି।’ କିନ୍ତୁ ତୁମ୍ଭେମାନେ ସେମାନଙ୍କୁ ଅନୁସରଣ କରିବ ନାହିଁ। Viz kapitola |