ଲୂକ ଲିଖିତ ସୁସମାଚାର 22:10 - ପବିତ୍ର ବାଇବଲ (CL) NT (BSI)10 ସେ ଉତ୍ତର ଦେଲେ, “ତୁମ୍ଭେ ନଗର ମଧ୍ୟକୁ ଯିବା ସମୟରେ ମାଟିପାତ୍ରରେ ପାଣି ବୋହି ନେଇ ଯାଉଥିବା ଜଣେ ଲୋକ ତୁମ୍ଭମାନଙ୍କୁ ଭେଟିବ। ସେ ଯେଉଁ ଘରେ ପ୍ରବେଶ କରିବ, Viz kapitolaପବିତ୍ର ବାଇବଲ (Re-edited) - (BSI)10 ସେ ସେମାନଙ୍କୁ କହିଲେ, ଦେଖ, ତୁମ୍ଭେମାନେ ନଗରରେ ପ୍ରବେଶ କରନ୍ତେ, ଜଳକୁମ୍ଭ ଘେନିଯାଉଥିବା ଜଣେ ଲୋକ ତୁମ୍ଭମାନଙ୍କୁ ଭେଟିବ; ସେ ଯେଉଁ ଗୃହରେ ପ୍ରବେଶ କରିବ, ତାହାର ପଛେ ପଛେ ସେହି ଗୃହକୁ ଯାଇ ଗୃହର କର୍ତ୍ତାଙ୍କୁ କହିବ, Viz kapitolaଓଡିଆ ବାଇବେଲ10 ଯୀଶୁ ସେମାନଙ୍କୁ କହିଲେ, ଦେଖ, ତୁମ୍ଭେମାନେ ନଗରରେ ପ୍ରବେଶ କରନ୍ତେ ପାଣି ମାଠିଆ ଘେନି ଯାଉଥିବା ଜଣେ ଲୋକ ତୁମ୍ଭମାନଙ୍କୁ ଭେଟିବ; ସେ ଯେଉଁ ଗୃହରେ ପ୍ରବେଶ କରିବ, ତାହାର ପଛେ ପଛେ ଯାଇ ଗୃହର କର୍ତ୍ତାଙ୍କୁ କହିବ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଯୀଶୁ ସେମାନଙ୍କୁ କହିଲେ, “ଦେଖ, ତୁମ୍ଭେମାନେ ନଗରରେ ପ୍ରବେଶ କରନ୍ତେ ଜଳକୁମ୍ଭ ଘେନି ଯାଉଥିବା ଜଣେ ଲୋକ ତୁମ୍ଭମାନଙ୍କୁ ଭେଟିବ; ସେ ଯେଉଁ ଗୃହରେ ପ୍ରବେଶ କରିବ, ତାହାର ପଛେ ପଛେ ଯାଇ ଗୃହର କର୍ତ୍ତାଙ୍କୁ କହିବ, Viz kapitolaପବିତ୍ର ବାଇବଲ10 “ଶୁଣ! ତୁମ୍ଭେମାନେ ନଗର ଭିତରକୁ ଯିବା ପରେ ଜଣେ ଲୋକକୁ ପାଣି ମାଠିଆଟିଏ ନେଇ ଯାଉଥିବାର ଦେଖିବ। ତୁମ୍ଭେମାନେ ତା’ ପଛେ ପଛେ ଯିବ। ସେ ଗୋଟିଏ ଘର ଭିତରକୁ ଯିବ। ତୁମ୍ଭେମାନେ ତା’ ସହିତ ଯିବ। Viz kapitola |