Online Bible

- Reklamy -




ଲୂକ ଲିଖିତ ସୁସମାଚାର 22:14 - ପବିତ୍ର ବାଇବଲ (CL) NT (BSI)

14 ଯେତେବେଳେ ନିର୍ଦ୍ଦିଷ୍ଟ ସମୟ ଆସିଲା, ଯୀଶୁ ତାଙ୍କର ପ୍ରେରିତ ଶିଷ୍ୟମାନଙ୍କ ସହିତ ମେଜ ନିକଟରେ ତାଙ୍କ ଆସନ ଗ୍ରହଣ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ପୁଣି, ସମୟ ଉପସ୍ଥିତ ହୁଅନ୍ତେ, ସେ ଓ ତାହାଙ୍କ ସଙ୍ଗେ ପ୍ରେରିତମାନେ ଭୋଜନ କରିବାକୁ ବସିଲେ।

Viz kapitola kopírovat

ଓଡିଆ ବାଇବେଲ

14 ପୁଣି, ନିସ୍ତାର ପର୍ବର ସମୟ ଉପସ୍ଥିତ ହୁଅନ୍ତେ, ଯୀଶୁ ଓ ତାହାଙ୍କ ସଙ୍ଗେ ପ୍ରେରିତମାନେ ଭୋଜନ କରିବାକୁ ବସିଲେ ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ପୁଣି, ନିସ୍ତାର ପର୍ବର ସମୟ ଉପସ୍ଥିତ ହୁଅନ୍ତେ, ଯୀଶୁ ଓ ତାହାଙ୍କ ସଙ୍ଗେ ପ୍ରେରିତମାନେ ଭୋଜନ କରିବାକୁ ବସିଲେ।

Viz kapitola kopírovat

ପବିତ୍ର ବାଇବଲ

14 ସେମାନେ ନିସ୍ତାରପର୍ବର ଖାଦ୍ୟ ଖାଇବାର ସମୟ ହେଲା। ଯୀଶୁ ଓ ପ୍ରେରିତମାନେ ଖାଇ ବସିଲେ।

Viz kapitola kopírovat




ଲୂକ ଲିଖିତ ସୁସମାଚାର 22:14

Následuj nás:

Reklamy


Reklamy