ଲୂକ ଲିଖିତ ସୁସମାଚାର 22:17 - ପବିତ୍ର ବାଇବଲ (CL) NT (BSI)17 ତା’ପରେ ଯୀଶୁ ପାନପାତ୍ର ନେଇ ଈଶ୍ୱରଙ୍କୁ ଧନ୍ୟବାଦ ଦେଲେ ଓ କହିଲେ, “ଏହାକୁ ନେଇ ନିଜ ନିଜ ମଧ୍ୟରେ ବଣ୍ଟନ କର। Viz kapitolaପବିତ୍ର ବାଇବଲ (Re-edited) - (BSI)17 ପୁଣି, ସେ ପାନପାତ୍ର ଗ୍ରହଣ କରି ଧନ୍ୟବାଦ ଦେଇ କହିଲେ, ଏହା ନେଇ ଆପଣା ଆପଣା ମଧ୍ୟରେ ଭାଗ କର, Viz kapitolaଓଡିଆ ବାଇବେଲ17 ପୁଣି, ସେ ପାନପାତ୍ର ଗ୍ରହଣ କରି ଧନ୍ୟବାଦ ଦେଇ କହିଲେ, ଏହା ନେଇ ଆପଣା ଆପଣା ମଧ୍ୟରେ ଭାଗ କର, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ପୁଣି, ସେ ପାନପାତ୍ର ଗ୍ରହଣ କରି ଧନ୍ୟବାଦ ଦେଇ କହିଲେ, “ଏହା ନେଇ ଆପଣା ଆପଣା ମଧ୍ୟରେ ଭାଗ କର, Viz kapitolaପବିତ୍ର ବାଇବଲ17 ତା'ପରେ ଯୀଶୁ ଗୋଟିଏ ପାତ୍ରରେ ଅଙ୍ଗୁରରସ ନେଲେ। ଏଥିପାଇଁ ସେ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ। ସେ କହିଲେ “ଏହି ପାତ୍ର ନିଅ, ଏଥିରେ ଥିବା ଅଙ୍ଗୁରରସ ସମସ୍ତଙ୍କୁ ଦିଅ।” Viz kapitola |