ଲୂକ ଲିଖିତ ସୁସମାଚାର 22:22 - ପବିତ୍ର ବାଇବଲ (CL) NT (BSI)22 ଈଶ୍ୱରଙ୍କ ସଙ୍କଳ୍ପ ଅନୁଯାୟୀ ମନୁଷ୍ୟପୁତ୍ର ମୃତ୍ୟୁ ଭୋଗ କରିବେ, କିନ୍ତୁ ଯେ ତାଙ୍କ ପ୍ରତି ବିଶ୍ୱାସଘାତକତା କରେ, ତା’ର ଶେଷ ଦଶା କି ଶୋଚନୀୟ ହେବ।” Viz kapitolaପବିତ୍ର ବାଇବଲ (Re-edited) - (BSI)22 କାରଣ ଯେପରି ନିରୂପିତ ହୋଇଅଛି, ମନୁଷ୍ୟପୁତ୍ର ସେହିପରି ପ୍ରୟାଣ କରୁଅଛନ୍ତି ସତ୍ୟ, ତଥାପି ଯେଉଁ ଲୋକ ଦ୍ଵାରା ସେ ଶତ୍ରୁହସ୍ତରେ ସମର୍ପିତ ହେଉଅଛନ୍ତି, ହାୟ, ସେ ଦଣ୍ତର ପାତ୍ର! Viz kapitolaଓଡିଆ ବାଇବେଲ22 କାରଣ ଯେପରି ନିରୂପିତ ହୋଇଅଛି, ମନୁଷ୍ୟପୁତ୍ର ସେହିପରି ପ୍ରୟାଣ କରୁଅଛନ୍ତି ସତ୍ୟ, ତଥାପି ଯେଉଁ ଲୋକ ଦ୍ୱାରା ସେ ଶତ୍ରୁ ହସ୍ତରେ ସମର୍ପିତ ହେଉଅଛନ୍ତି, ହାୟ, ସେ ଦଣ୍ଡର ପାତ୍ର ! Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 କାରଣ ଯେପରି ନିରୂପିତ ହୋଇଅଛି, ମନୁଷ୍ୟପୁତ୍ର ସେହିପରି ପ୍ରୟାଣ କରୁଅଛନ୍ତି ସତ୍ୟ, ତଥାପି ଯେଉଁ ଲୋକ ଦ୍ୱାରା ସେ ଶତ୍ରୁ ହସ୍ତରେ ସମର୍ପିତ ହେଉଅଛନ୍ତି, ହାୟ, ସେ ଦଣ୍ଡର ପାତ୍ର!” Viz kapitolaପବିତ୍ର ବାଇବଲ22 ପରମେଶ୍ୱର ଯେପରି ନିରୂପଣ କରିଛନ୍ତି, ମନୁଷ୍ୟପୁତ୍ର ସେହି ଅନୁସାରେ ମୃତ୍ୟୁ ଭୋଗ କରିବେ। କିନ୍ତୁ ମନୁଷ୍ୟପୁତ୍ରଙ୍କୁ ଯେଉଁ ଲୋକ ହତ ହେବା ପାଇଁ ଶତ୍ରୁ ହାତରେ ଦେଇଦେବ, ତା’ ପକ୍ଷରେ ଏହା ବହୁତ ଖରାପ ହେବ।” Viz kapitola |