ଲୂକ ଲିଖିତ ସୁସମାଚାର 22:26 - ପବିତ୍ର ବାଇବଲ (CL) NT (BSI)26 କିନ୍ତୁ ତୁମ୍ଭମାନଙ୍କ ପ୍ରତି ଏହା ପ୍ରଯୁଜ୍ୟ ନୁହେଁ; ତୁମ୍ଭମାନଙ୍କ ମଧ୍ୟରେ ଯେ ଜ୍ୟେଷ୍ଠ, ସେ କନିଷ୍ଠ ପରି ଏବଂ ଯେ ନେତା, ସେ ସେବକ ପରି ହେଉ। Viz kapitolaପବିତ୍ର ବାଇବଲ (Re-edited) - (BSI)26 କିନ୍ତୁ ତୁମ୍ଭେମାନେ ସେପ୍ରକାର ହୁଅ ନାହିଁ, ମାତ୍ର ତୁମ୍ଭମାନଙ୍କ ମଧ୍ୟରେ ଯେ ଜ୍ୟେଷ୍ଠ, ସେ କନିଷ୍ଠ ପରି ହେଉ, ପୁଣି ଯେ ନେତା, ସେ ସେବକ ପରି ହେଉ। Viz kapitolaଓଡିଆ ବାଇବେଲ26 କିନ୍ତୁ ତୁମ୍ଭେମାନେ ସେପ୍ରକାର ହୁଅ ନାହିଁ, ମାତ୍ର ତୁମ୍ଭମାନଙ୍କ ମଧ୍ୟରେ ଯେ ଜ୍ୟେଷ୍ଠ, ସେ କନିଷ୍ଠ ପରି ହେଉ, ପୁଣି, ଯେ ନେତା, ସେ ସେବକ ପରି ହେଉ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 କିନ୍ତୁ ତୁମ୍ଭେମାନେ ସେପ୍ରକାର ହୁଅ ନାହିଁ, ମାତ୍ର ତୁମ୍ଭମାନଙ୍କ ମଧ୍ୟରେ ଯେ ଜ୍ୟେଷ୍ଠ, ସେ କନିଷ୍ଠ ପରି ହେଉ, ପୁଣି, ଯେ ନେତା, ସେ ସେବକ ପରି ହେଉ। Viz kapitolaପବିତ୍ର ବାଇବଲ26 କିନ୍ତୁ ତୁମ୍ଭେମାନେ ସେମାନଙ୍କ ପରି ନୁହଁ, ବରଂ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଲୋକ ସବୁଠାରୁ ବଡ଼, ସେ ସବୁଠାରୁ ଛୋଟ ହେବା ଉଚିତ୍। ନେତା ସେବକ ଭଳି ହେବା ଉଚିତ୍। Viz kapitola |