ଲୂକ ଲିଖିତ ସୁସମାଚାର 22:27 - ପବିତ୍ର ବାଇବଲ (CL) NT (BSI)27 କିଏ ଶ୍ରେଷ୍ଠ? ଯେ ଭୋଜନ କରେ ନା ଯେ ପରିବେଷଣ କରେ? ଅବଶ୍ୟ ଯେ ଭୋଜନ କରେ। କିନ୍ତୁ ମୁଁ ତୁମ୍ଭମାନଙ୍କ ମଧ୍ୟରେ ପରିବେଷକ ତୁଲ୍ୟ ରହିଛି। Viz kapitolaପବିତ୍ର ବାଇବଲ (Re-edited) - (BSI)27 କାରଣ କିଏ ଶ୍ରେଷ୍ଠ? ଯେ ଭୋଜନୋପବିଷ୍ଟ, ନା ଯେ ସେବକ? ଯେ ଭୋଜନୋପବିଷ୍ଟ, ସେ କି ଶ୍ରେଷ୍ଠ ନୁହନ୍ତିଣ? କିନ୍ତୁ ମୁଁ ତୁମ୍ଭମାନଙ୍କ ମଧ୍ୟରେ ଜଣେ ସେବକ ପରି ଅଛି। Viz kapitolaଓଡିଆ ବାଇବେଲ27 କାରଣ କିଏ ଶ୍ରେଷ୍ଠ ? ଯେ ଭୋଜନ ନିମନ୍ତେ ମେଜରେ ବସିଅଛି, ନା ଯେ ସେବକ ? ଭୋଜନ ନିମନ୍ତେ ମେଜରେ ବସିଅଛି, ସେ କି ଶ୍ରେଷ୍ଠ ନୁହଁନ୍ତି ? କିନ୍ତୁ ମୁଁ ତୁମ୍ଭମାନଙ୍କ ମଧ୍ୟରେ ଜଣେ ସେବକ ପରି ଅଛି । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 କାରଣ କିଏ ଶ୍ରେଷ୍ଠ? ଯେ ଭୋଜନ ନିମନ୍ତେ ମେଜରେ ବସିଅଛି, ନା ଯେ ସେବକ? ଭୋଜନ ନିମନ୍ତେ ମେଜରେ ବସିଅଛି, ସେ କି ଶ୍ରେଷ୍ଠ ନୁହଁନ୍ତି? କିନ୍ତୁ ମୁଁ ତୁମ୍ଭମାନଙ୍କ ମଧ୍ୟରେ ଜଣେ ସେବକ ପରି ଅଛି। Viz kapitolaପବିତ୍ର ବାଇବଲ27 ସବୁଠାରୁ ଶ୍ରେଷ୍ଠ ଲୋକ କିଏ? ଟେବୁଲ ପାଖରେ ଖାଇବାକୁ ବସିଥିବା ଲୋକ ନା ତାହାଙ୍କୁ ପରଶୁଥିବା ଲୋକ? ତୁମ୍ଭେମାନେ ଭାବିବ ଯେ ଖାଇବାକୁ ବସିଥିବା ଲୋକଟି ଅଧିକ ମହତ। କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ମୁଁ ଜଣେ ସେବକ ଭଳି ରହିଛି। Viz kapitola |