ଲୂକ ଲିଖିତ ସୁସମାଚାର 22:44 - ପବିତ୍ର ବାଇବଲ (CL) NT (BSI)44 ଯୀଶୁ ମର୍ମାନ୍ତିକ ଦୁଃଖରେ ଆକୁଳ ହୋଇ ପ୍ରାର୍ଥନା କଲେ; ତାଙ୍କର ସ୍ୱେଦ ବିନ୍ଦୁ ରକ୍ତ ଟୋପ ପରି ଭୂମିରେ ପଡ଼ିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)44 ପୁଣି, ସେ ମର୍ମାନ୍ତିକ ଦୁଃଖରେ ମଗ୍ନ ହୋଇ ଆହୁରି ଏକାଗ୍ର ଭାବରେ ପ୍ରାର୍ଥନା କରିବାକୁ ଲାଗିଲେ ଓ ତାହାଙ୍କ ଝାଳ ଘନ ରକ୍ତଟୋପା ପରି ଭୂଇଁରେ ପଡ଼ିଲା। Viz kapitolaଓଡିଆ ବାଇବେଲ44 ପୁଣି, ସେ ମର୍ମାନ୍ତିକ ଦୁଃଖରେ ମଗ୍ନ ହୋଇ ଆହୁରି ଏକାଗ୍ର ଭାବରେ ପ୍ରାର୍ଥନା କରିବାକୁ ଲାଗିଲେ ଓ ତାହାଙ୍କ ଝାଳ ଘନ ରକ୍ତଟୋପା ପରି ଭୂଇଁରେ ପଡ଼ିଲା । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT44 ପୁଣି, ସେ ମର୍ମାନ୍ତିକ ଦୁଃଖରେ ମଗ୍ନ ହୋଇ ଆହୁରି ଏକାଗ୍ରଭାବେ ପ୍ରାର୍ଥନା କରିବାକୁ ଲାଗିଲେ ଓ ତାହାଙ୍କ ଝାଳ ଘନ ରକ୍ତଟୋପା ପରି ଭୂମିରେ ପଡ଼ିଲା। Viz kapitolaପବିତ୍ର ବାଇବଲ44 ଯୀଶୁ ମର୍ମାନ୍ତକ ପୀଡ଼ାରେ ବୁଡ଼ି ରହି ଆହୁରି ଦୃଢ଼ ଭାବରେ ପ୍ରାର୍ଥନା କରିବାକୁ ଲାଗିଲେ। ତାହାଙ୍କ ମୁହଁରୁ ଘନ ଘନ ରକ୍ତ ଟୋପା ଭଳି ଝାଳ ବାହାରି ଆସି ଭୂଇଁରେ ପଡ଼ିଲା। Viz kapitola |