ଲୂକ ଲିଖିତ ସୁସମାଚାର 22:58 - ପବିତ୍ର ବାଇବଲ (CL) NT (BSI)58 କିଛି ସମୟ ପରେ ଜଣେ ଲୋକ ପିତରଙ୍କୁ ଦେଖି କହିଲା, “ତୁମେ ମଧ୍ୟ ସେମାନଙ୍କ ମଧ୍ୟରୁ ଜଣେ!” କିନ୍ତୁ ପିତର ଉତ୍ତର ଦେଲେ, “ନା, ମୁଁ ନୁହେଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)58 ଅଳ୍ପ ସମୟ ଉତ୍ତାରେ ଆଉ ଜଣେ ତାଙ୍କୁ ଦେଖି କହିଲା, ତୁମ୍ଭେ ମଧ୍ୟ ସେମାନଙ୍କ ମଧ୍ୟରୁ ଜଣେ। କିନ୍ତୁ ପିତର କହିଲେ, ନାହିଁ, ଭାଇ, ମୁଁ ନୁହେଁ। Viz kapitolaଓଡିଆ ବାଇବେଲ58 ଅଳ୍ପ ସମୟ ଉତ୍ତାରେ ଆଉ ଜଣେ ତାହାଙ୍କୁ ଦେଖି କହିଲା, ତୁମ୍ଭେ ମଧ୍ୟ ସେମାନଙ୍କ ମଧ୍ୟରୁ ଜଣେ । କିନ୍ତୁ ପିତର କହିଲେ, ନାହିଁ, ଭାଇ, ମୁଁ ନୁହେଁ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT58 ଅଳ୍ପ ସମୟ ଉତ୍ତାରେ ଆଉ ଜଣେ ତାହାଙ୍କୁ ଦେଖି କହିଲା, ତୁମ୍ଭେ ମଧ୍ୟ ସେମାନଙ୍କ ମଧ୍ୟରୁ ଜଣେ। କିନ୍ତୁ ପିତର କହିଲେ, ନାହିଁ, ଭାଇ, ମୁଁ ନୁହେଁ। Viz kapitolaପବିତ୍ର ବାଇବଲ58 ଅଳ୍ପ କିଛି ସମୟ ପରେ ଆଉ ଜଣେ ଲୋକ ପିତରଙ୍କୁ ଦେଖି କହିଲା, “ଯୀଶୁଙ୍କ ଅନୁଗମନ କରୁଥିବା ଲୋକଙ୍କ ମଧ୍ୟରୁ ତୁମ୍ଭେ ମଧ୍ୟ ଜଣେ।” କିନ୍ତୁ ପିତର କହିଲେ, “ନା, ମୁଁ ନୁହେଁ।” Viz kapitola |