ଲୂକ ଲିଖିତ ସୁସମାଚାର 22:59 - ପବିତ୍ର ବାଇବଲ (CL) NT (BSI)59 ପ୍ରାୟ ଏକ ଘଣ୍ଟା ପରେ ଆଉ ଜଣେ ଲୋକ ଜୋର୍ ଦେଇ କହିଲା, “ଏହି ଲୋକ ଯେ ଯୀଶୁଙ୍କ ସହିତ ଥିଲା, ଏଥିରେ କୌଣସି ସନ୍ଦେହ ନାହିଁ, କାରଣ ସେ ମଧ୍ୟ ଜଣେ ଗାଲିଲୀୟ ଲୋକ!” Viz kapitolaପବିତ୍ର ବାଇବଲ (Re-edited) - (BSI)59 ପ୍ରାୟ ଘଣ୍ଟାକ ପରେ ଆଉ ଜଣେ ଦୃଢ଼ ଭାବରେ କହିବାକୁ ଲାଗିଲା, ଏ ଲୋକଟା ମଧ୍ୟ ନିଶ୍ଚୟ ତାହାର ସଙ୍ଗରେ ଥିଲା, କାରଣ ସେ ତ ଗାଲିଲୀୟ ଲୋକ। Viz kapitolaଓଡିଆ ବାଇବେଲ59 ପ୍ରାୟ ଘଣ୍ଟାକ ପରେ ଆଉ ଜଣେ ଦୃଢ଼ ଭାବରେ କହିବାକୁ ଲାଗିଲା, ଏ ଲୋକଟା ମଧ୍ୟ ନିଶ୍ଚୟ ତାହା ସଙ୍ଗରେ ଥିଲା, କାରଣ ସେ ତ ଗାଲିଲୀୟ ଲୋକ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT59 ପ୍ରାୟ ଘଣ୍ଟାକ ପରେ ଆଉ ଜଣେ ଦୃଢ଼ ଭାବରେ କହିବାକୁ ଲାଗିଲା, ଏ ଲୋକଟା ମଧ୍ୟ ନିଶ୍ଚୟ ତାହା ସଙ୍ଗରେ ଥିଲା, କାରଣ ସେ ତ ଗାଲିଲୀୟ ଲୋକ। Viz kapitolaପବିତ୍ର ବାଇବଲ59 ପ୍ରାୟ ଘଣ୍ଟାଏ ପରେ ଆଉ ଜଣେ ଲୋକ ଦୃଢ଼ ଭାବରେ କହିଲା, “ଏହା ସତ୍ୟ। ଏ ଲୋକ ନିଶ୍ଚୟ ତାହାଙ୍କ ସହିତ ଥିଲା। କାରଣ ସେ ତ ଗାଲିଲୀୟ।” ସେହି ଲୋକ କହିଲା ଯେ ସେ ଏ ବିଷୟରେ ସମ୍ପୂର୍ଣ୍ଣ ନିଃସନ୍ଦେହ। Viz kapitola |