ଲୂକ ଲିଖିତ ସୁସମାଚାର 22:61 - ପବିତ୍ର ବାଇବଲ (CL) NT (BSI)61 ପ୍ରଭୁ ବୁଲି ପଡ଼ି ଏକ ଦୃଷ୍ଟିରେ ପିତରଙ୍କୁ ଅନାଇଲେ ଏବଂ ପ୍ରଭୁ ତାଙ୍କୁ ଯାହା କହିଥିଲେ, ତାହା ତାଙ୍କର ମନେ ପଡ଼ିଲା - “ଆଜି ରାତିରେ କୁକୁଡ଼ା ଡ଼ାକିବା ପୂର୍ବରୁ ତୁମେ ମୋତେ ତିନିଥର ଅସ୍ୱୀକାର କରିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)61 ପୁଣି ପ୍ରଭୁ ବୁଲିପଡ଼ି ପିତରଙ୍କୁ ଏକଦୃଷ୍ଟିରେ ଚାହିଁଲେ; ସେଥିରେ ଆଜି କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ଵୀକାର କରିବ, ଏହି ଯେଉଁ କଥା ପ୍ରଭୁ ପିତରଙ୍କୁ କହିଥିଲେ, Viz kapitolaଓଡିଆ ବାଇବେଲ61 ପୁଣି, ପ୍ରଭୁ ବୁଲିପଡ଼ି ପିତରଙ୍କୁ ଏକଦୃଷ୍ଟିରେ ଚାହିଁଲେ; ସେଥିରେ ଆଜି କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ, ଏହି ଯେଉଁ କଥା ପ୍ରଭୁ ପିତରଙ୍କୁ କହିଥିଲେ ତାହା ତାହାଙ୍କ ମନରେ ପଡ଼ିଲା, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT61 ପୁଣି, ପ୍ରଭୁ ବୁଲିପଡ଼ି ପିତରଙ୍କୁ ଏକଦୃଷ୍ଟିରେ ଚାହିଁଲେ; ସେଥିରେ “ଆଜି କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ,” ଏହି ଯେଉଁ କଥା ପ୍ରଭୁ ପିତରଙ୍କୁ କହିଥିଲେ ତାହା ତାହାଙ୍କ ମନରେ ପଡ଼ିଲା, Viz kapitolaପବିତ୍ର ବାଇବଲ61 ତା'ପରେ ପ୍ରଭୁ ବୁଲିପଡ଼ି ପିତରଙ୍କୁ ଏକ ଲୟରେ ଗ୍ଭହିଁଲେ। ପିତରଙ୍କର ମନେ ପଡ଼ିଗଲା ଯେ, ପ୍ରଭୁ ପୂର୍ବରୁ କହିଥିଲେ, “ସକାଳେ କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ମୋତେ ଜାଣି ନାହଁ ବୋଲି ତିନିଥର କହିବ।” Viz kapitola |