ଲୂକ ଲିଖିତ ସୁସମାଚାର 22:63 - ପବିତ୍ର ବାଇବଲ (CL) NT (BSI)63 ପ୍ରହରୀମାନେ ଯୀଶୁଙ୍କୁ ଥଟ୍ଟା ପରିହାସ କରି ମାଡ଼ ମାରିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)63 ଆଉ, ଯେଉଁ ଲୋକମାନେ ଯୀଶୁଙ୍କୁ ଧରି ରଖିଥିଲେ, ସେମାନେ ତାହାଙ୍କୁ ପ୍ରହାର କରୁ କରୁ ପରିହାସ କଲେ, Viz kapitolaଓଡିଆ ବାଇବେଲ63 ଆଉ ଯେଉଁ ଲୋକମାନେ ଯୀଶୁଙ୍କୁ ଧରି ରଖିଥିଲେ, ସେମାନେ ତାହାଙ୍କୁ ପ୍ରହାର କରୁ କରୁ ପରିହାସ କଲେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT63 ଆଉ ଯେଉଁ ଲୋକମାନେ ଯୀଶୁଙ୍କୁ ଧରି ରଖିଥିଲେ, ସେମାନେ ତାହାଙ୍କୁ ପ୍ରହାର କରୁ କରୁ ପରିହାସ କଲେ, Viz kapitolaପବିତ୍ର ବାଇବଲ63-64 କେତେକ ଲୋକ ଯୀଶୁଙ୍କୁ ଜଗିଥିଲେ। ସେମାନେ ଯୀଶୁଙ୍କୁ ଥଟ୍ଟା କଲେ। ଯୀଶୁ ଯେପରି ସେମାନଙ୍କୁ ଦେଖି ନ ପାରନ୍ତି, ଏଥିପାଇଁ ସେମାନେ ତାହାଙ୍କ ମୁହଁ ଘୋଡ଼ାଇ ଦେଲେ। ସେମାନେ ଯୀଶୁଙ୍କୁ ପିଟିବାକୁ ଲାଗିଲେ। ସେମାନେ ତାହାଙ୍କୁ ପଗ୍ଭରିଲେ, “ତୁମ୍ଭେ ପରା ଭବିଷ୍ୟଦ୍ବକ୍ତା। କୁହ ତ ଦେଖି, ତୁମ୍ଭକୁ କିଏ ମାରିଲା? Viz kapitola |