ଲୂକ ଲିଖିତ ସୁସମାଚାର 22:70 - ପବିତ୍ର ବାଇବଲ (CL) NT (BSI)70 ସେମାନେ ସମସ୍ତେ କହିଲେ, “ତୁମେ ତେବେ କ’ଣ ଈଶ୍ୱରଙ୍କ ପୁତ୍ର?” ସେ ସେମାନଙ୍କୁ ଉତ୍ତର ଦେଲେ, “ମୁଁ ସେହି ବୋଲି ତୁମ୍ଭେମାନେ ତ କହୁଛ।” Viz kapitolaପବିତ୍ର ବାଇବଲ (Re-edited) - (BSI)70 ସେଥିରେ ସମସ୍ତେ ପଚାରିଲେ, ତେବେ ତୁମ୍ଭେ କଅଣ ଈଶ୍ଵରଙ୍କ ପୁତ୍ର? ସେ ସେମାନଙ୍କୁ କହିଲେ, ମୁଁ ସେହି ବୋଲି ଆପଣମାନେ କହୁଅଛନ୍ତି। Viz kapitolaଓଡିଆ ବାଇବେଲ70 ସେଥିରେ ସମସ୍ତେ ପଚାରିଲେ, ତେବେ ତୁମ୍ଭେ କ'ଣ ଈଶ୍ୱରଙ୍କ ପୁତ୍ର ? ସେ ସେମାନଙ୍କୁ କହିଲେ, ମୁଁ ସେହି ବୋଲି ଆପଣମାନେ କହୁଅଛନ୍ତି । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT70 ସେଥିରେ ସମସ୍ତେ ପଚାରିଲେ, ତେବେ ତୁମ୍ଭେ କଅଣ ଈଶ୍ବରଙ୍କ ପୁତ୍ର? ସେ ସେମାନଙ୍କୁ କହିଲେ, “ମୁଁ ସେହି ବୋଲି ଆପଣମାନେ କହୁଅଛନ୍ତି।” Viz kapitolaପବିତ୍ର ବାଇବଲ70 ସେମାନେ ସମସ୍ତେ କହିଲେ, “ତେବେ କ’ଣ ତୁମ୍ଭେ ପରମେଶ୍ୱରଙ୍କ ପୁତ୍ର?” ଯୀଶୁ ସେମାନଙ୍କୁ କହିଲେ, “ହଁ, ତୁମ୍ଭେ ଯାହା କହିଛ। ତାହା ଠିକ୍।” Viz kapitola |