Online Bible

- Reklamy -




ଲୂକ ଲିଖିତ ସୁସମାଚାର 22:71 - ପବିତ୍ର ବାଇବଲ (CL) NT (BSI)

71 ସେମାନେ କହିଲେ, “ଆମର ଆଉ କୌଣସି ସାକ୍ଷୀର ପ୍ରୟୋଜନ ନାହିଁ। ସେ ଯାହା କହିଛି, ଆମେ ନିଜେ ତାହା ଶୁଣିଛୁ!”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

71 ତେଣୁ ସେମାନେ କହିଲେ, ସାକ୍ଷ୍ୟରେ ଆମ୍ଭମାନଙ୍କର ଆଉ କଅଣ ପ୍ରୟୋଜନ? ଆମ୍ଭେମାନେ ତ ଆପେ ଆପେ ତାହାର ନିଜ ମୁଖରୁ ଏହା ଶୁଣିଲୁ।

Viz kapitola kopírovat

ଓଡିଆ ବାଇବେଲ

71 ତେଣୁ ସେମାନେ କହିଲେ, ସାକ୍ଷ୍ୟରେ ଆମ୍ଭମାନଙ୍କର ଆଉ କଅଣ ପ୍ରୟୋଜନ ? ଆମ୍ଭେମାନେ ତ ଆପେ ଆପେ ତାହାର ନିଜ ମୁଖରୁ ଏହା ଶୁଣିଲୁ ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

71 ତେଣୁ ସେମାନେ କହିଲେ, ସାକ୍ଷ୍ୟରେ ଆମ୍ଭମାନଙ୍କର ଆଉ କଅଣ ପ୍ରୟୋଜନ? ଆମ୍ଭେମାନେ ତ ଆପେ ଆପେ ତାହାର ନିଜ ମୁଖରୁ ଏହା ଶୁଣିଲୁ।

Viz kapitola kopírovat

ପବିତ୍ର ବାଇବଲ

71 ସେମାନେ କହିଲେ, “ତେବେ ଆମ୍ଭର ବର୍ତ୍ତମାନ ଆଉ ସାକ୍ଷୀ କ’ଣ ଦରକାର? ଆମ୍ଭେ ତ ନିଜେ ତାହାଙ୍କ ମୁଖରୁ ଏହା ଶୁଣିଲୁ।”

Viz kapitola kopírovat




ଲୂକ ଲିଖିତ ସୁସମାଚାର 22:71

Následuj nás:

Reklamy


Reklamy