ଲୂକ ଲିଖିତ ସୁସମାଚାର 23:18 - ପବିତ୍ର ବାଇବଲ (CL) NT (BSI)18 ସମଗ୍ର ଜନତା ଚିକ୍ରାର କରି କହିଲେ, “ତାକୁ ବଧ କର। ଆମ ପାଇଁ ବାରବ୍ବାକୁ ମୁକ୍ତ କର।” Viz kapitolaପବିତ୍ର ବାଇବଲ (Re-edited) - (BSI)18 ମାତ୍ର ସେମାନେ ସମସ୍ତେ ଏକତ୍ର ଚିତ୍କାର କରି କହିଲେ, ଏହାକୁ ବଧ କର, ଆମ୍ଭମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କର। Viz kapitolaଓଡିଆ ବାଇବେଲ18 ମାତ୍ର ସେମାନେ ସମସ୍ତେ ଏକତ୍ର ଚିତ୍କାର କରି କହିଲେ, ଏହାକୁ ବଧ କର, ଆମ୍ଭମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କର । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ମାତ୍ର ସେମାନେ ସମସ୍ତେ ଏକତ୍ର ଚିତ୍କାର କରି କହିଲେ, ଏହାକୁ ବଧ କର, ଆମ୍ଭମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କର। Viz kapitolaପବିତ୍ର ବାଇବଲ18 କିନ୍ତୁ ସବୁଲୋକେ ପାଟିକରି ଉଠିଲେ, “ତାହାକୁ ମାରିଦିଅ। ବାରବ୍ବାକୁ ମୁକ୍ତ କରିଦିଅ।” Viz kapitola |