ଲୂକ ଲିଖିତ ସୁସମାଚାର 23:23 - ପବିତ୍ର ବାଇବଲ (CL) NT (BSI)23 କିନ୍ତୁ ଯୀଶୁଙ୍କୁ କ୍ରୁଶରେ ଚଢ଼ାଇବା ପାଇଁ ସେମାନେ ଖୁବ୍ ଜୋର୍ରେ ଚିକ୍ରାର କଲେ, ଶେଷର ସେମାନଙ୍କ ଚିକ୍ରାରର ଜୟ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)23 ମାତ୍ର ସେ କ୍ରୁଶରେ ଚଢ଼ାଯାଉ ବୋଲି ଦାବୀ କରି ସେମାନେ ବଡ଼ ପାଟିରେ ଜିଦ୍ କରିବାକୁ ଲାଗିଲେ, ଆଉ ସେମାନଙ୍କ କୋଳାହଳର ଜୟ ହେଲା। Viz kapitolaଓଡିଆ ବାଇବେଲ23 ମାତ୍ର ସେ କ୍ରୁଶରେ ଚଢ଼ାଯାଉ ବୋଲି ଦାବି କରି ସେମାନେ ବଡ଼ ପାଟିରେ ଜିଦ୍ କରିବାକୁ ଲାଗିଲେ, ଆଉ ସେମାନଙ୍କ କୋଳାହଳର ଜୟ ହେଲା । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ମାତ୍ର ସେ କ୍ରୁଶରେ ଚଢ଼ାଯାଉ ବୋଲି ଦାବି କରି ସେମାନେ ବଡ଼ ପାଟିରେ ଜିଦ୍ କରିବାକୁ ଲାଗିଲେ, ଆଉ ସେମାନଙ୍କ କୋଳାହଳର ଜୟ ହେଲା। Viz kapitolaପବିତ୍ର ବାଇବଲ23 କିନ୍ତୁ ଲୋକମାନେ ଚିତ୍କାର କରିବାକୁ ଲାଗିଲେ। ସେମାନେ ଦାବି କଲେ ଯେ ଯୀଶୁଙ୍କୁ କ୍ରୁଶରେ ଚଢ଼ାଇ ମାରିଦିଅ। ସେମାନଙ୍କର ପାଟିତୁଣ୍ଡ ଏତେ ତୀବ୍ର ହେଲା ଯେ, Viz kapitola |