ଲୂକ ଲିଖିତ ସୁସମାଚାର 23:25 - ପବିତ୍ର ବାଇବଲ (CL) NT (BSI)25 ସେମାନଙ୍କ ଦାବୀ ପୂରଣ କରି ବିଦ୍ରୋହ ଓ ହତ୍ୟା ଅଭିଯୋଗରେ କାରାଗାରରେ ବନ୍ଦୀ ହୋଇଥିବା ଲୋକଟିକୁ ମୁକ୍ତ କରିଦେଲେ। ପୁଣି ଯୀଶୁଙ୍କୁ ଦଣ୍ଡ ଦେବା ପାଇଁ ସେମାନଙ୍କ ହାତରେ ସମର୍ପଣ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)25 କିନ୍ତୁ ବିପ୍ଳବ ଓ ନରହତ୍ୟା ହେତୁ କାରାଗାରରେ ପକାଯାଇଥିବା ଯେଉଁ ଲୋକ ନିମନ୍ତେ ସେମାନେ ଦାବୀ କରିଥିଲେ, ତାହାକୁ ସେ ମୁକ୍ତ କରିଦେଲେ, ଆଉ ଯୀଶୁଙ୍କୁ ସେ ସେମାନଙ୍କ ଇଚ୍ଛାର ଅଧୀନରେ ସମର୍ପଣ କଲେ। Viz kapitolaଓଡିଆ ବାଇବେଲ25 କିନ୍ତୁ ବିପ୍ଲବ ଓ ନରହତ୍ୟା ହେତୁ କାରାଗାରରେ ପକାଯାଇଥିବା ଯେଉଁ ଲୋକ ନିମନ୍ତେ ସେମାନେ ଦାବି କରିଥିଲେ, ତାହାକୁ ସେ ମୁକ୍ତ କରିଦେଲେ, ଆଉ ଯୀଶୁଙ୍କୁ ସେ ସେମାନଙ୍କ ଇଚ୍ଛାର ଅଧିନରେ ସମର୍ପଣ କଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 କିନ୍ତୁ ବିପ୍ଳବ ଓ ନରହତ୍ୟା ହେତୁ କାରାଗାରରେ ପକାଯାଇଥିବା ଯେଉଁ ଲୋକ ନିମନ୍ତେ ସେମାନେ ଦାବି କରିଥିଲେ, ତାହାକୁ ସେ ମୁକ୍ତ କରିଦେଲେ, ଆଉ ଯୀଶୁଙ୍କୁ ସେ ସେମାନଙ୍କ ଇଚ୍ଛାର ଅଧୀନରେ ସମର୍ପଣ କଲେ। Viz kapitolaପବିତ୍ର ବାଇବଲ25 ଲୋକମାନେ ବାରବ୍ବାକୁ ମୁକ୍ତ ହୋଇ ଗ୍ଭଲିଯିବାକୁ ଗ୍ଭହୁଁଥିଲେ। ବାରବ୍ବା ନରହତ୍ୟା ଓ ବିଦ୍ରୋହ ଅପରାଧରେ କାରାଗାରରେ ଥିଲା। ପୀଲାତ ବାରବ୍ବାଙ୍କୁ ମୁକ୍ତ କରିଦେଲେ। ପୀଲାତ ଯୀଶୁଙ୍କୁ ମାରିଦେବା ପାଇଁ ଲୋକମାନଙ୍କ ହାତରେ ସମର୍ପି ଦେଲେ। ଲୋକମାନେ ତାହା ଗ୍ଭହୁଁଥିଲେ। Viz kapitola |