ଲୂକ ଲିଖିତ ସୁସମାଚାର 23:33 - ପବିତ୍ର ବାଇବଲ (CL) NT (BSI)33 ସେମାନେ ସମସ୍ତେ ‘ଖପୁରି ସ୍ଥାନ’ ନାମକ ସ୍ଥାନରେ ପହଞ୍ଚିବା ପରେ ଯୀଶୁଙ୍କୁ ସେଠାରେ କ୍ରୁଶବିଦ୍ଧ କରାଗଲା ଏବଂ ଦୁଇ ଜଣ ଅପରାଧୀମାନଙ୍କ ମଧ୍ୟରୁ ଜଣକୁ ତାଙ୍କର ଡ଼ାହାଣ ପାଖରେ ଓ ଅନ୍ୟ ଜଣକୁ ତାଙ୍କର ବାମ ପାଖରେ କ୍ରୁଶବିଦ୍ଧ କରାଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)33 ଆଉ, ସେମାନେ କପାଳ ନାମକ ସ୍ଥାନରେ ଉପସ୍ଥିତ ହୋଇ ସେଠାରେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ, ପୁଣି ଦୁଷ୍କର୍ମକାରୀମାନଙ୍କ ମଧ୍ୟରୁ ଜଣକୁ ଦକ୍ଷିଣରେ ଓ ଅନ୍ୟ ଜଣକୁ ବାମରେ କ୍ରୁଶରେ ଚଢ଼ାଇଲେ। Viz kapitolaଓଡିଆ ବାଇବେଲ33 ଆଉ ସେମାନେ କପାଳ ନାମକ ସ୍ଥାନରେ ଉପସ୍ଥିତ ହୋଇ ସେଠାରେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ, ପୁଣି, ଦୁଷ୍କର୍ମକାରୀମାନଙ୍କ ମଧ୍ୟରୁ ଜଣକୁ ଦକ୍ଷିଣରେ ଓ ଅନ୍ୟ ଜଣକୁ ବାମରେ କ୍ରୁଶରେ ଚଢ଼ାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ଆଉ ସେମାନେ କପାଳ ନାମକ ସ୍ଥାନରେ ଉପସ୍ଥିତ ହୋଇ ସେଠାରେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ, ପୁଣି, ଦୁଷ୍କର୍ମକାରୀମାନଙ୍କ ମଧ୍ୟରୁ ଜଣକୁ ଦକ୍ଷିଣରେ ଓ ଅନ୍ୟ ଜଣକୁ ବାମରେ କ୍ରୁଶରେ ଚଢ଼ାଇଲେ। Viz kapitolaପବିତ୍ର ବାଇବଲ33 ‘କପାଳ’ ନାମକ ସ୍ଥାନକୁ ଯୀଶୁ ଓ ସେହି ଦୁଇଜଣ ଅପରାଧୀଙ୍କୁ ମଧ୍ୟ ନିଆଗଲା। ସେଠାରେ ସୈନ୍ୟମାନେ ଯୀଶୁଙ୍କୁ କ୍ରୁଶବିଦ୍ଧ କଲେ। ସେମାନେ ସେହି ଅପରାଧୀମାନଙ୍କ ମଧ୍ୟରୁ ଜଣକୁ ଯୀଶୁଙ୍କ ଡାହାଣ ପାଖରେ ଓ ଅନ୍ୟ ଜଣକୁ ଯୀଶୁଙ୍କ ବାମ ପାଖରେ ରଖିଲେ। Viz kapitola |