ଲୂକ ଲିଖିତ ସୁସମାଚାର 23:4 - ପବିତ୍ର ବାଇବଲ (CL) NT (BSI)4 ତା’ପରେ ପିଲାତ ମୁଖ୍ୟ ଯାଜକ ଓ ଜନତାଙ୍କୁ କହିଲେ, “ଏ ଲୋକକୁ ଦୋଷୀ ସାବ୍ୟସ୍ତ କରିବା ପାଇଁ ମୁଁ କୌଣସି କାରଣ ପାଉ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)4 ସେଥିରେ ପୀଲାତ ପ୍ରଧାନ ଯାଜକ ଓ ଲୋକ-ସମୂହକୁ କହିଲେ, ଆମ୍ଭେ ଏହି ଲୋକଠାରେ କୌଣସି ଦୋଷ ପାଉ ନାହୁଁ। Viz kapitolaଓଡିଆ ବାଇବେଲ4 ଏଥିରେ ପୀଲାତ ପ୍ରଧାନ ଯାଜକ ଓ ଲୋକସମୂହକୁ କହିଲେ, ଆମ୍ଭେ ଏହି ଲୋକଠାରେ କୌଣସି ଦୋଷ ପାଉ ନାହୁଁ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏଥିରେ ପୀଲାତ ପ୍ରଧାନ ଯାଜକ ଓ ଲୋକସମୂହକୁ କହିଲେ, ଆମ୍ଭେ ଏହି ଲୋକଠାରେ କୌଣସି ଦୋଷ ପାଉ ନାହୁଁ। Viz kapitolaପବିତ୍ର ବାଇବଲ4 ପୀଲାତ ପ୍ରଧାନଯାଜକ ଏବଂ ଲୋକମାନଙ୍କୁ କହିଲେ, “ଏ ଲୋକର ମୁଁ କିଛି ଭୁଲ୍ ଦେଖି ପାରୁ ନାହିଁ,” Viz kapitola |