ଲୂକ ଲିଖିତ ସୁସମାଚାର 23:43 - ପବିତ୍ର ବାଇବଲ (CL) NT (BSI)43 ଯୀଶୁ ତାକୁ କହିଲେ, “ମୁଁ ତୁମକୁ ନିଶ୍ଚିତଭାବେ କହୁଛି, ଆଜି ତୁମେ ମୋ’ ସଙ୍ଗେ ସ୍ୱର୍ଗୋଦ୍ୟାନରେ ପ୍ରବେଶ କରିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)43 ସେଥିରେ ସେ ତାହାକୁ କହିଲେ, ମୁଁ ତୁମ୍ଭକୁ ସତ୍ୟ କହୁଅଛି, ଆଜି ତୁମ୍ଭେ ମୋହର ସହିତ ପାରଦୀଶରେ ଉପସ୍ଥିତ ହେବ। Viz kapitolaଓଡିଆ ବାଇବେଲ43 ସେଥିରେ ସେ ତାହାକୁ କହିଲେ, ମୁଁ ତୁମ୍ଭକୁ ସତ୍ୟ କହୁଅଛି, ଆଜି ତୁମ୍ଭେ ମୋହର ସହିତ ପାରଦୀଶରେ ଉପସ୍ଥିତ ହେବ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT43 ସେଥିରେ ସେ ତାହାକୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଅଛି, ଆଜି ତୁମ୍ଭେ ମୋହର ସହିତ ପାରଦୀଶରେ ଉପସ୍ଥିତ ହେବ।” Viz kapitolaପବିତ୍ର ବାଇବଲ43 ଯୀଶୁ ତାହାକୁ କହିଲେ, “ଶୁଣ, ମୁଁ ଯାହା କହୁଛି ତାହା ସତ୍ୟ। ଆଜି ତୁମ୍ଭେ ମୋ’ ସହିତ ପାରାଦୀଶରେ ପ୍ରବେଶ କରିବ।” Viz kapitola |