ଲୂକ ଲିଖିତ ସୁସମାଚାର 24:1 - ପବିତ୍ର ବାଇବଲ (CL) NT (BSI)1 ରବିବାର ଦିନ ପାହାନ୍ତା ସମୟରେ ସ୍ତ୍ରୀ ଲୋକମାନେ ପ୍ରସ୍ତୁତ କରିଥିବା ସୁଗନ୍ଧ ଦ୍ରବ୍ୟ ନେଇ ସମାଧିକୁ ଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଆଉ, ବିଶ୍ରାମବାରରେ ସେମାନେ ବିଧି ଅନୁସାରେ ବିଶ୍ରାମ କଲେ, କିନ୍ତୁ ସପ୍ତାହର ପ୍ରଥମ ଦିନର ଅତି ପ୍ରତ୍ୟୁଷରେ ସେମାନେ ସେମାନଙ୍କ ପ୍ରସ୍ତୁତ ସୁଗନ୍ଧିଦ୍ରବ୍ୟ ଘେନି ସମାଧି ନିକଟକୁ ଗଲେ। Viz kapitolaଓଡିଆ ବାଇବେଲ1 ଆଉ ବିଶ୍ରାମବାରରେ ସେମାନେ ବିଧି ଅନୁସାରେ ବିଶ୍ରାମ କଲେ, କିନ୍ତୁ ସପ୍ତାହର ପ୍ରଥମ ଦିନର ଅତି ପ୍ରତ୍ୟୁଷରେ ସେମାନେ ସେମାନଙ୍କ ପ୍ରସ୍ତୁତ ସୁଗନ୍ଧିଦ୍ରବ୍ୟ ଘେନି ସମାଧି ନିକଟକୁ ଗଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଆଉ ବିଶ୍ରାମବାର ଦିନରେ ସେମାନେ ବିଧି ଅନୁସାରେ ବିଶ୍ରାମ କଲେ, କିନ୍ତୁ ସପ୍ତାହର ପ୍ରଥମ ଦିନର ଅତି ପ୍ରତ୍ୟୁଷରେ ସେମାନେ ସେମାନଙ୍କ ପ୍ରସ୍ତୁତ ସୁଗନ୍ଧିଦ୍ରବ୍ୟ ଘେନି ସମାଧି-ସ୍ଥାନ ନିକଟକୁ ଗଲେ। Viz kapitolaପବିତ୍ର ବାଇବଲ1 ସପ୍ତାହର ପ୍ରଥମ ଦିନ ଅତି ସକାଳୁ ସେହି ସ୍ତ୍ରୀ ଲୋକମାନେ ଯେଉଁଠାରେ ଯୀଶୁଙ୍କ ଶରୀରକୁ ରଖା ଯାଇଥିଲା, ସେହି ସ୍ଥାନକୁ ଆସିଲେ। ସେମାନେ ନିଜେ ପ୍ରସ୍ତୁତ କରିଥିବା ସୁଗନ୍ଧିତ ଦ୍ରବ୍ୟ ସଙ୍ଗରେ ଆଣିଥିଲେ। Viz kapitola |