ଲୂକ ଲିଖିତ ସୁସମାଚାର 24:17 - ପବିତ୍ର ବାଇବଲ (CL) NT (BSI)17 ଯୀଶୁ ସେମାନଙ୍କୁ ପଚାରିଲେ, “ତୁମେ କେଉଁ ବିଷୟରେ କଥାବାର୍ତ୍ତା କରୁଛ?” ସେମାନେ ବିଷଣ୍ଣ ମୁଖରେ ଠିଆ ହୋଇଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ସେ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ ଚାଲୁ ଚାଲୁ ଯେଉଁ ସମସ୍ତ ବିଷୟ ପରସ୍ପର କଥାବାର୍ତ୍ତା କରୁଅଛ, ସେସବୁ କଅଣ? ସେଥିରେ ସେମାନେ ବିଷର୍ଣ୍ଣ ମୁଖରେ ଠିଆ ହୋଇ ରହିଲେ। Viz kapitolaଓଡିଆ ବାଇବେଲ17 ସେ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ ଚାଲୁ ଚାଲୁ ଯେଉଁ ସମସ୍ତ ବିଷୟ ପରସ୍ପର କଥାବାର୍ତ୍ତା କରୁଅଛ, ସେ ସବୁ କ'ଣ ? ସେଥିରେ ସେମାନେ ଦୁଃଖି ମୁଖରେ ଠିଆ ହୋଇ ରହିଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସେ ସେମାନଙ୍କୁ ପଚାରିଲେ, “ତୁମ୍ଭେମାନେ ଚାଲୁ ଚାଲୁ ଯେଉଁ ସମସ୍ତ ବିଷୟ ପରସ୍ପର କଥାବାର୍ତ୍ତା କରୁଅଛ, ସେ ସବୁ କଅଣ?” ସେଥିରେ ସେମାନେ ବିଷଣ୍ଣ ମୁଖରେ ଠିଆ ହୋଇ ରହିଲେ। Viz kapitolaପବିତ୍ର ବାଇବଲ17 ତା'ପରେ ଯୀଶୁଙ୍କୁ ପଗ୍ଭରିଲେ, “ତୁମ୍ଭେମାନେ କାହା ବିଷୟରେ କଥାବାର୍ତ୍ତା କରୁଛ? ଦୁଇଜଣ ଯାକ ଅଟକି ଗଲେ। ସେମାନଙ୍କର ମୁହଁ ଅତ୍ୟନ୍ତ ଦୁଃଖିତ ଦେଖା ଯାଉଥିଲା। Viz kapitola |